Rio de Janeiro Declaration- Strengthening Global South Cooperation for a More Inclusive and Sustainable Governance
July 07th, 06:00 am
The leaders of BRICS countries, met in Rio de Janeiro, Brazil for the 17th BRICS Summit. The leaders reaffirmed their commitment to the BRICS spirit of mutual respect and understanding, sovereign equality, solidarity, democracy, openness, inclusiveness, collaboration and consensus. They strongly condemned terrorism and welcomed the inclusion of new countries as BRICS partner countries.ବିଶ୍ୱ ପ୍ରଶାସନ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 06th, 09:41 pm
ସପ୍ତଦଶ ବ୍ରିକ୍ସ ଶିଖର ସମ୍ମିଳନୀକୁ ଏକ ଭବ୍ୟ ଢଙ୍ଗରେ ଆୟୋଜନ କରିଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କ ପ୍ରତି ହାର୍ଦ୍ଦିକ କୃତଜ୍ଞତା ପ୍ରକାଶ କରୁଛି। ବ୍ରାଜିଲ ଅଧ୍ୟକ୍ଷତାରେ, ବ୍ରିକ୍ସ ଅଧୀନରେ ଆମର ସହଯୋଗ ନୂତନ ଗତି ଏବଂ ଶକ୍ତି ହାସଲ କରିଛି। ଯେଉଁ ନୂତନ ଶକ୍ତି ମିଳିଛି ତାହା ଏକ ଏସପ୍ରେସୋ ନୁହେଁ, ବରଂ ଏକ ଡବଲ୍ ଏସପ୍ରେସୋ ସଟ୍! ଏଥିପାଇଁ, ମୁଁ ରାଷ୍ଟ୍ରପତି ଲୁଲାଙ୍କ ଦୂରଦୃଷ୍ଟି ଏବଂ ତାଙ୍କର ଅଟଳ ପ୍ରତିବଦ୍ଧତାକୁ ପ୍ରଶଂସା କରୁଛି। ଭାରତ ପକ୍ଷରୁ, ବ୍ରିକ୍ସ ପରିବାରରେ ଇଣ୍ଡୋନେସିଆର ଯୋଗଦାନ ପାଇଁ ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ପ୍ରବୋବୋଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି।ବହୁପକ୍ଷୀୟତା, ଅର୍ଥନୈତିକ-ଆର୍ଥିକ ପ୍ରସଙ୍ଗ ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଉପରେ ବ୍ରିକ୍ସ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଅଭିଭାଷଣ
July 06th, 09:40 pm
ବର୍ଦ୍ଧିତ ବ୍ରିକ୍ସ୍ ପରିବାରର ଏହି ବୈଠକରେ ଆପଣ ସମସ୍ତ ବନ୍ଧୁମାନଙ୍କ ସହିତ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ବ୍ରିକ୍ସ୍ ଆଉଟ୍ରିଚ୍ ଶିଖର ସମ୍ମିଳନୀରେ ଲାଟିନ୍ ଆମେରିକା, ଆଫ୍ରିକା ଏବଂ ଏସିଆର ବନ୍ଧୁତ୍ୱପୂର୍ଣ୍ଣ ଦେଶମାନଙ୍କ ସହ ମୋର ମତ ବିନିମୟ କରିବାର ସୁଯୋଗ ଦେଇଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଉଛି।ବ୍ରାଜିଲର ରିଓ ଡି ଜେନେରିଓରେ 17ତମ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
July 06th, 09:39 pm
ପ୍ରଧାନମନ୍ତ୍ରୀ ବୈଶ୍ୱିକ ଶାସନ ସଂସ୍କାର ଏବଂ ଶାନ୍ତି ଓ ସୁରକ୍ଷା ଶୀର୍ଷକ ଉଦଘାଟନୀ ଅଧିବେଶନରେ ସମ୍ବୋଧିତ କରିଥିଲେ । ପରେ, ପ୍ରଧାନମନ୍ତ୍ରୀ ବହୁମୁଖୀ, ଅର୍ଥନୈତିକ ବ୍ୟାପାର ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଶୀର୍ଷକ ଏକ ଅଧିବେଶନରେ ମଧ୍ୟ ସମ୍ବୋଧିତ କରିଥିଲେ । ଏହି ଅଧିବେଶନରେ ବ୍ରିକ୍ସ ଅଂଶୀଦାର ଏବଂ ନିମନ୍ତ୍ରିତ ଦେଶମାନେ ଅଂଶଗ୍ରହଣ କରିଥିଲେ ।ସମାବେଶୀ ଅଭିବୃଦ୍ଧି ହାସଲ କରିବା ଏବଂ ବିଶ୍ୱସ୍ତରରେ ଜୀବନରେ ପରିବର୍ତ୍ତନ ଆଣିବା ପାଇଁ ଡିଜିଟାଲ୍ ସାର୍ବଜନୀନ ଭିତ୍ତିଭୂମି, ଏଆଇ ଏବଂ ପ୍ରଶାସନ ପାଇଁ ତଥ୍ୟ ଗୁରୁତ୍ୱପୂର୍ଣ୍ଣ : ପ୍ରଧାନମନ୍ତ୍ରୀ
November 20th, 05:04 am
“ଆପଣଙ୍କର ସମର୍ଥନ ଏବଂ ମୂଲ୍ୟବାନ ଜ୍ଞାନ ପାଇଁ ଧନ୍ୟବାଦ । ଶାସନ ପାଇଁ ସମାବେଶୀ ଅଭିବୃଦ୍ଧି ହାସଲ କରିବା ଏବଂ ବିଶ୍ୱସ୍ତରରେ ଜୀବନରେ ପରିବର୍ତ୍ତନ ଆଣିବାକୁ ଡିଜିଟାଲ୍ ପବ୍ଲିକ ଇନ୍ଫ୍ରାଷ୍ଟ୍ରକ୍ଚର, ଏଆଇ ଏବଂ ତଥ୍ୟ ଗୁରୁତ୍ୱପୂର୍ଣ୍ଣ । @NOIweala”ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
October 23rd, 05:22 pm
ଷୋଡ଼ଶ ବ୍ରିକ୍ସ ଶିଖର ସମ୍ମିଳନୀର ଭବ୍ୟ ଆୟୋଜନ ପାଇଁ ରାଷ୍ଟ୍ରପତି ପୁତିନଙ୍କୁ ଅଭିନନ୍ଦନ ।୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀର ପୂର୍ଣ୍ଣାଙ୍ଗ ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ମନ୍ତବ୍ୟ
October 23rd, 03:25 pm
ଆଜିର ଚମତ୍କାର ବୈଠକ ପାଇଁ ମୁଁ ରାଷ୍ଟ୍ରପତି ପୁଟିନଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି ।୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ
October 23rd, 03:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କାଜାନଠାରେ ଋଷ ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ।ଭାରତ ଓ ଆମେରିକା ପକ୍ଷରୁ ମିଳିତ ବିବୃତି
September 08th, 11:18 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକା ରାଷ୍ଟ୍ରପତି ଜୋସେଫ ଆର୍. ବାଇଡେନ୍ ଜୁନିଅରଙ୍କୁ ଆଜି ଭାରତକୁ ସ୍ୱାଗତ କରି ଭାରତ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଘନିଷ୍ଠ ଓ ଦୀର୍ଘସ୍ଥାୟୀ ଭାଗିଦାରୀକୁ ପୁନଃସ୍ଥାପିତ କରିଛନ୍ତି । ଜୁନ୍ ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଐତିହାସିକ ୱାଶିଂଟନ ଗସ୍ତର ଅଭୂତପୂର୍ବ ସଫଳତାଗୁଡିକର କାର୍ଯ୍ୟାନ୍ୱୟନ ପାଇଁ ଜାରି ଥିବା ପର୍ଯ୍ୟାପ୍ତ ଅଗ୍ରଗତିକୁ ନେଇ ଉଭୟ ନେତା ନିଜର ସନ୍ତୁଷ୍ଟି ବ୍ୟକ୍ତ କରିଛନ୍ତି ।ପଞ୍ଚଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ
August 23rd, 08:57 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଅଗଷ୍ଟ ୨୦୨୩ ରେ ଜୋହାନ୍ସବର୍ଗ ଠାରେ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ ଅନୁଷ୍ଠିତ ୧୫ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ ।ଦ୍ବିତୀୟ ବିଶ୍ବ କୋଭିଡ ଭର୍ଚୁଆଲ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
May 12th, 06:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦ୍ବିତୀୟ ବିଶ୍ବ କୋଭିଡ୍ ଶିଖର ସମ୍ମିଳନୀରେ ଭର୍ଚୁଆଲ ମାଧ୍ୟମରେ ଅଂଶଗ୍ରହଣ କରିଛନ୍ତି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କ ନିମନ୍ତ୍ରଣ କ୍ରମେ ସେ ଏହି ସମ୍ମିଳନୀରେ ଅଂଶଗ୍ରହଣ କରିଥିଲେ । ‘ମହାମାରୀ କ୍ଲାନ୍ତି ନିରାକରଣ ଏବଂ ପ୍ରସ୍ତୁତିକୁ ପ୍ରାଥମିକତା’ ବିଷୟବସ୍ତୁକୁ ନେଇ ଆୟୋଜିତ ଶିଖର ସମ୍ମିଳନୀର ପ୍ରାରମ୍ଭିକ ଅଧିବେଶନରେ ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିଥିଲେ ।ଷଷ୍ଠ ଭାରତ- ଜର୍ମାନୀ ଆନ୍ତଃ- ସରକାରୀସ୍ତରୀୟ ବିଚାରବିମର୍ଷ ସମ୍ପର୍କୀତ ମିଳିତ ବିବୃତି
May 02nd, 08:28 pm
ଆଜି ଜର୍ମାନ ସଂଘୀୟ ଗଣରାଜ୍ୟ ସରକାର ଏବଂ ଭାରତୀୟ ପ୍ରଜାତନ୍ତ୍ର ସରକାରଙ୍କ ମଧ୍ୟରେ ସଂଘୀୟ ଚାନସେଲର ଓଲାଫ ସୋଲଜ୍ ଏବଂ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ମିଳିତ ଅଧ୍ୟକ୍ଷତାରେ ଷଷ୍ଠ ଆନ୍ତଃ- ସରକାରୀ ସ୍ତରୀୟ ବିଚାର ଆଲୋଚନା ଅନୁଷ୍ଠିତ ହୋଇଛି । ଉଭୟ ରାଷ୍ଟ୍ରର ଦୁଇ ନେତାଙ୍କ ବ୍ୟତୀତ ଏହି ବିଚାରବିମର୍ଷରେ ଉଭୟ ରାଷ୍ଟ୍ରର ମନ୍ତ୍ରୀବୃନ୍ଦ ଏବଂ ଅନ୍ୟାନ୍ୟ ଉଚ୍ଚସ୍ତରୀୟ ପ୍ରତିନିଧି ଯେଉଁମାନେ କି ଆଲୋଚନା ସମ୍ପର୍କୀତ ମନ୍ତ୍ରଣାଳୟ ସହିତ ସଂପୃକ୍ତ ଏହି ପ୍ରତିନିଧିମଣ୍ଡଳରେ ସାମିଲ ହୋଇଥିଲେ ଓ ସେମାନଙ୍କ ନାମ ପରିଶିଷ୍ଟରେ ପ୍ରଦାନ କରାଯାଇଛି ।ବିଶ୍ଵ କୋଭିଡ-୧୯ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ : ମହାମାରୀର ସମାପ୍ତି ଏବଂ ପରବର୍ତ୍ତୀ ବିପଦ ପାଇଁ ପ୍ରସ୍ତୁତି ନିମନ୍ତେ ଉନ୍ନତ ସ୍ୱାସ୍ଥ୍ୟ ସୁରକ୍ଷା ନିର୍ମାଣ
September 22nd, 09:40 pm
କୋଭିଡ-୧୯ ମହାମାରୀ ଅଭୂତପୂର୍ବ ବ୍ୟାଘାତ ସୃଷ୍ଟି କରିଛି। ଏହା ଏବେ ବି ଦୂର ହୋଇନାହିଁ। ବିଶ୍ୱର ଅଧିକାଂଶ ଭାଗ ଏବେ ସୁଦ୍ଧା ଟିକାରୁ ବଞ୍ଚିତ ଅଛନ୍ତି। ଏହି କାରଣରୁ ରାଷ୍ଟ୍ରପତି ବାଇଡେନଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଏହି ପ୍ରୟାସ ସମୟୋପଯୋଗୀ ଏବଂ ସ୍ୱାଗତଯୋଗ୍ୟ।ବିଦେଶରେ ଥିବା ଭାରତୀୟ ମିଶନ୍ଗୁଡିକର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରଗୁଡିକର ସମ୍ପୃକ୍ତ ପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତା ଓ କଥୋପକଥନ
August 06th, 06:31 pm
ଆଜି ଦେଶରେ ଯେଉଁ ସରକାର ଅଛନ୍ତି, ରାଜ୍ୟଗୁଡିକରେ ଯେଉଁ ସରକାର ଅଛନ୍ତି, ସେମାନେ ବ୍ୟବସାୟ ଜଗତର ଆବଶ୍ୟକତାଗୁଡିକୁ ହୃଦୟଙ୍ଗମ କରି ଆଗକୁ ବଢିବାର ପ୍ରୟାସ କରି ଚାଲିଛନ୍ତି । ଆତ୍ମନିର୍ଭର ଭାରତ, ଏହି ଅଭିଯାନ ଅଧିନରେ ଅନୁପାଳନକୁ ଅନେକ ମାତ୍ରାରେ କୋହଳ କରାଯାଇଛି । ଏହାଦ୍ୱାରା ଆର୍ଥିକ କାର୍ଯ୍ୟକଳାପର ସୁଚାରୂ ରୂପରେ ପରିଚାଳନା ସହଜ ହୋଇଛି । ୩ ଲକ୍ଷ କୋଟି ଟଙ୍କାର ଜରୁରୀ ଋଣ ସହାୟତା ଗ୍ୟାରେଂଟି ଯୋଜନା ଦ୍ୱାରା ଏମଏସଏମଇ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ଆଶ୍ୱସ୍ତି ମିଳିଛି । ପୁନରୁଦ୍ଧାର ଏବଂ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ନିମନ୍ତେ ନିକଟରେ ଆଉ ଦେଢ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 06th, 06:30 pm
ପ୍ରଥମ ଥର ପାଇଁ କରାଯାଇଥିବା ଏକ ପ୍ରୟାସ ସ୍ବରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ଜରିଆରେ ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ। ଏହି ଆଲୋଚନାରେ ମଧ୍ୟ କୋଡ଼ିଏରୁ ଅଧିକ ବିଭାଗର ସଚିବଗଣ, ରାଜ୍ୟ ସରକାରଙ୍କ ଅଧିକାରୀ, ରପ୍ତାନି ପ୍ରୋତ୍ସାହନ ପରିଷଦ ଓ ଚାମ୍ବର ଅଫ କମର୍ସର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ।ପ୍ରଥମ ଜି-7 ଆଉଟରିଚ୍ ସମ୍ମିଳନୀରେ ଯୋଗଦେଲେ ପ୍ରଧାନମନ୍ତ୍ରୀ
June 12th, 11:01 pm
ଏ ସମ୍ପର୍କରେ ବିଶ୍ୱବାଣିଜ୍ୟ ସଂଗଠନ ନିକଟରେ କୋଭିଡ ସମ୍ପର୍କୀତ ବୈଷୟିକ କୌଶଳ ପ୍ରସ୍ତାବକୁ ସମର୍ଥନ କରିବା ପାଇଁ ଗ୍ରୁପ-୭ ରାଷ୍ଟ୍ର ସମୂହର ସହଯୋଗ ଲୋଡିଥିଲେ । ଏହି ପ୍ରସ୍ତାବ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମିଳିତଭାବେ ଦେଇଥିଲେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ
May 07th, 02:47 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ ଯୋଗେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ମହାମହିମ ସ୍କଟ ମୋରିସନଙ୍କ ସହ କଥା ହୋଇଛନ୍ତି ।Finalisation of the BRICS Counter Terrorism Strategy an important achievement: PM
November 17th, 05:03 pm
In his intervention during the BRICS virtual summit, PM Narendra Modi expressed his contentment about the finalisation of the BRICS Counter Terrorism Strategy. He said it is an important achievement and suggested that NSAs of BRICS member countries discuss a Counter Terrorism Action Plan.ଭର୍ଚୁଆଲ ବ୍ରିକ୍ସ ଶିଖର ସମ୍ମିଳନୀ-2020ରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ
November 17th, 05:02 pm
ଚଳିତ ବର୍ଷର ଶିଖର ସମ୍ମିଳନୀର ବିଷୟବସ୍ତୁ-“ ବୈଶ୍ୱିକ ସ୍ଥିରତା ଲାଗି ବ୍ରିକ୍ସ ସହଭାଗିତା, ସହଭାଗୀ ନିରାପତ୍ତା ଏବଂ ଅଭିନବ ଅଭିବୃଦ୍ଧି” ପ୍ରାସଙ୍ଗିକ ଏବଂ ଦୂରଦର୍ଶୀ। ବିଶ୍ୱ ରେ ଗୁରୁତ୍ୱପୂର୍ଣ୍ଣ ଜିଓ–ରଣନୈତିକ ପରିବର୍ତ୍ତନ ଆସୁଛି, ଯାହାର ପ୍ରଭାବ ସ୍ଥିରତା, ସୁରକ୍ଷା ଏବଂ ଅଭିବୃଦ୍ଧି ଉପରେ ପଡ଼ିଚାଲିବ, ଏବଂ ଏହି ତିନୋଟି କ୍ଷେତ୍ରରେ ବ୍ରିକ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ।ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ନେତୃତ୍ୱ ନେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 17th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ 17 ନଭେମ୍ବର 2020ରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱାଦଶ ବ୍ରିକ୍ସ ଶିଖର ସମ୍ମିଳନୀରେ ଭାରତ ତରଫରୁ ଭର୍ଚୁଆଲ ଫର୍ମାଟରେ ନେତୃତ୍ୱ ନେଇଛନ୍ତି । ସମ୍ମିଳନୀର ଶୀର୍ଷକ ଥିଲା ‘ଅନ୍ତର୍ଜାତୀୟ ସ୍ଥିରତା, ନିରାପତ୍ତା ଏବଂ ଅଭିନବ ଅଭିବୃଦ୍ଧି’ । ବ୍ରାଜିଲ ରାଷ୍ଟ୍ରପତି ଜୈର ବୋଲସୋନାରୋ, ଚୀନ ରାଷ୍ଟ୍ରପତି ସି ଜିନପିଙ୍ଗ ଏବଂ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ପ୍ରମୁଖ ମଧ୍ୟ ସମ୍ମିଳନୀରେ ଯୋଗଦେଇଥିଲେ ।