ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।Olympic medalist and noted athlete, Karnam Malleswari meets Prime Minister
April 15th, 09:54 am
Olympic medalist and noted athlete, Karnam Malleswari met the Prime Minister Shri Narendra Modi in Yamunanagar yesterday. He commended her effort to mentor young athletes.Unbelievable devotion! Haryana man walks barefoot for 14 years waiting to meet PM Modi
April 14th, 06:04 pm
During a public meeting in Yamunanagar today, Prime Minister Shri Narendra Modi met Shri Rampal Kashyap from Kaithal, Haryana. Fourteen years ago, Shri Kashyap had taken a vow – that he would not wear footwear until Narendra Modi became Prime Minister and he met him personally.Viksit Haryana for Viksit Bharat, this is our resolve: PM Modi in Yamuna Nagar, Haryana
April 14th, 12:00 pm
PM Modi inaugurated and laid the foundation stone of various development projects in Yamuna Nagar, Haryana. He underlined that Haryana is witnessing the double speed of development under the Union & State governments. The PM expressed pride in advancing the vision of Dr. Ambedkar. He announced that the Thermal Power Plant will benefit Haryana. The PM honored the memory of Jallianwala Bagh patriots.ହରିୟାଣାର ଯମୁନାନଗରରେ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ତଥା ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 14th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ହରିୟାଣାର ଯମୁନା ନଗରରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ହରିୟାଣାବାସୀଙ୍କୁ ଶୁଭେଚ୍ଛା ଜଣାଇ, ଏହାକୁ ମା' ସରସ୍ୱତୀଙ୍କ ଜନ୍ମସ୍ଥାନ, ମନ୍ତ୍ର ଦେବୀଙ୍କ ବାସସ୍ଥାନ, ପଞ୍ଚମୁଖୀ ହନୁମାନ ଜୀଙ୍କ ସ୍ଥାନ ଏବଂ କପାଳମୋଚନ ସାହିବଙ୍କ ଆଶୀର୍ବାଦପ୍ରାପ୍ତ ସ୍ଥାନ ଭାବରେ ସ୍ୱୀକାର କରି ହରିୟାଣାର ପବିତ୍ର ଭୂମିକୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ସେ ଏହାକୁ ‘ସଂସ୍କୃତି, ଭକ୍ତି ଏବଂ ସମର୍ପଣର ସଂଗମ’ ଭାବରେ ବର୍ଣ୍ଣନା କରିଥିଲେ। ସେ ବାବାସାହେବ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ସମସ୍ତ ନାଗରିକଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି । ସେ ବାବାସାହେବଙ୍କ ଦୂରଦୃଷ୍ଟି ଏବଂ ପ୍ରେରଣାର ସ୍ମୃତିଚାରଣ କରିଥିଲେ, ଯାହା ଭାରତର ବିକାଶ ଯାତ୍ରାରେ ମାର୍ଗଦର୍ଶନ କରିଚାଲିଛି।ଏପ୍ରିଲ ୧୪ ଆମ୍ବେଦକର ଜୟନ୍ତୀ ଅବସରରେ ହରିଆନା ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
April 12th, 04:48 pm
ଆମ୍ବେଦକର ଜୟନ୍ତୀ ଅବସରରେ ଏପ୍ରିଲ ୧୪ ତାରିଖରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହରିଆନା ଗସ୍ତରେ ଯିବେ । ହରିଆନାରେ ସେ ସର୍ବପ୍ରଥମେ ହିସାର ଯିବେ ଏବଂ ପୂର୍ବାହ୍ନ ପ୍ରାୟ ୧୦ଟା ୧୫ ମିନିଟରେ ହିସାରରୁ ଅଯୋଧ୍ୟା ପର୍ଯ୍ୟନ୍ତ ବାଣିଜି୍ୟକ ବିମାନ ଉଡ଼ାଣର ଶୁଭାରମ୍ଭ କରିବେ । ଏଥିସହ ସେ ହିସାର ବିମାନବନ୍ଦରରେ ନୂଆ ଟର୍ମିନଲ ଭବନର ଶିଳାନ୍ୟାସ କରିବେ । ପ୍ରଧାନମନ୍ତ୍ରୀ ହିସାରରେ ଏକ ଜନସଭାକୁ ସମ୍ବୋଧିତ କରିବେ ।