ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 08th, 03:54 pm

ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।

ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

March 08th, 10:26 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।

ୟୁଇଆର୍-II ଏବଂ ଦ୍ୱାରିକା ଏକ୍ସପ୍ରେସ-ୱେର ଦିଲ୍ଲୀ ସେକ୍ସନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 17th, 12:45 pm

କେନ୍ଦ୍ର ମନ୍ତ୍ରିମଣ୍ଡଳରେ ମୋର ସହଯୋଗୀ ନୀତିନ ଗଡ଼କରୀ ଜୀ, ହରିୟାଣାର ମୁଖ୍ୟମନ୍ତ୍ରୀ ନୟବ ସିଂହ ସୈନୀ ଜୀ, ଦିଲ୍ଲୀର ଉପ ରାଜ୍ୟପାଳ ବିନୟ ସକ୍ସେନା ଜୀ, ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭଉଣୀ ରେଖା ଗୁପ୍ତା ଜୀ, କେନ୍ଦ୍ରରେ ମନ୍ତ୍ରୀ ପରିଷଦର ମୋର ସହଯୋଗୀ ଅଜୟ ଟମ୍ମା ଜୀ, ହର୍ଷ ମାଲହୋତ୍ରା ଜୀ, ଦିଲ୍ଲୀ ଏବଂ ହରିୟାଣାର ସାଂସଦଗଣ, ଉପସ୍ଥିତ ମନ୍ତ୍ରୀଗଣ, ଅନ୍ୟ ଜନ ପ୍ରତିନିଧିଗଣ ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧,୦୦୦ କୋଟି ଟଙ୍କାର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି

August 17th, 12:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ରୋହିଣୀ ଠାରେ ପ୍ରାୟ ୧୧,୦୦୦ କୋଟି ଟଙ୍କା ମୂଲ୍ୟର ଦୁଇଟି ପ୍ରମୁଖ ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ସ୍ଥାନର ଗୁରୁତ୍ୱ ଉପରେ ମତବ୍ୟକ୍ତ କରିଥିଲେ, କହିଥିଲେ ଯେ ଏକ୍ସପ୍ରେସୱେର ନାମ ଦ୍ୱାରକା ଏବଂ ଏହି କାର୍ଯ୍ୟକ୍ରମ ରୋହିଣୀରେ ଅନୁଷ୍ଠିତ ହେଉଛି। ସେ ଜନ୍ମାଷ୍ଟମୀର ଉତ୍ସବର ବାତାବରଣ ଉପରେ ଆଲୋକପାତ କରିଥିଲେ ଏବଂ ସେ ନିଜେ ଦ୍ୱାରକାଧୀଶଙ୍କ ଭୂମିରୁ ଆସିଥିବା ସଂଯୋଗ ସମ୍ପର୍କରେ ମଧ୍ୟ ଉଲ୍ଲେଖ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ସମଗ୍ର ବାତାବରଣ ଭଗବାନ ଶ୍ରୀକୃଷ୍ଣଙ୍କ ଭକ୍ତିରେ ଗଭୀର ଭାବରେ ପ୍ରଭାବିତ ହୋଇଛି।

ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଯମୁନା ସଫେଇ ଏବଂ ପୁନରୁଦ୍ଧାର ବୈଠକ

April 17th, 10:51 pm

ଯମୁନା ସଫେଇ ଏବଂ ପୁନରୁଦ୍ଧାର ସମ୍ପର୍କିତ ଏକ ବୈଠକରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ଅଧ୍ୟକ୍ଷତା କରିବା ସହ ଦିଲ୍ଲୀର ପାନୀୟ ଜଳ ସମସ୍ୟା ଉପରେ ଆଲୋଚନା କରିଛନ୍ତି । ଦିଲ୍ଲୀର ଲୋକଙ୍କ ପାଇଁ ବିଶ୍ୱସ୍ତରୀୟ ମୌଳିକ ଭିତ୍ତିଭୂମି ସୁବିଧା ଏବଂ ‘ଇଜ ଅଫ ଲିଭିଙ୍ଗ’ ସକାଶେ ଦିଲ୍ଲୀ ସରକାରଙ୍କ ସହ ମିଶି କେନ୍ଦ୍ର ସରକାର କାମ କରିବେ ବୋଲି ସେ ପ୍ରତିଶ୍ରୁତି ଦେଇଥିଲେ ।

The people of Delhi have suffered greatly because of AAP-da: PM Modi during Mera Booth Sabse Mazboot programme

January 22nd, 01:14 pm

Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.

PM Modi Interacts with BJP Karyakartas Across Delhi under Mera Booth Sabse Mazboot via NaMo App

January 22nd, 01:00 pm

Prime Minister Narendra Modi, under the Mera Booth Sabse Mazboot initiative, engaged with BJP karyakartas across Delhi through the NaMo App, energizing them for the upcoming elections. He emphasized the importance of strengthening booth-level organization to ensure BJP’s continued success and urged workers to connect deeply with every voter.

PM praises VP planting a sapling under 'Ek Ped Maa Ke Naam'

July 27th, 10:04 pm

The Prime Minister Shri Narendra Modi has said that Hon’ble Vice President of India Shri Jagdeep Dhankhar planting a sapling in the honour of his mother is inspiring.

You hold the key to a better future and a Viksit Bharat: PM Modi in Aligarh

April 22nd, 02:20 pm

At the Aligarh event, Prime Minister Narendra Modi was greeted with love and admiration from all corners of Uttar Pradesh. He shared his transparent vision of a Viksit Uttar Pradesh and a Viksit Bharat with the crowd, reaffirming his commitment to serving every citizen of the country.

PM Modi delivers a stirring address to an enthusiastic crowd at a public meeting in Aligarh, UP

April 22nd, 02:00 pm

At the Aligarh event, Prime Minister Narendra Modi was greeted with love and admiration from all corners of Uttar Pradesh. He shared his transparent vision of a Viksit Uttar Pradesh and a Viksit Bharat with the crowd, reaffirming his commitment to serving every citizen of the country.

Congress considers their family bigger than the nation: PM Modi in Kotputli

April 02nd, 03:33 pm

Launching the BJP-led NDA's campaign in Rajasthan’s Kotputli for the Lok Sabha polls, Prime Minister Narendra Modi reminisced about how he highlighted the magnificence of Jaipur a few days ago during the visit of the President of France. The PM said, “The first electoral rally of my Rajasthan campaign began in Dhundhar in 2019. Now, in 2024, the electoral campaign begins again from the same region. You have also made your decision – ‘Phir Ek Baar, Modi Sarkar’.”

PM Modi delivers an impactful speech at a public gathering in Kotputli, Rajasthan

April 02nd, 03:30 pm

Launching the BJP-led NDA's campaign in Rajasthan’s Kotputli for the Lok Sabha polls, Prime Minister Narendra Modi reminisced about how he highlighted the magnificence of Jaipur a few days ago during the visit of the President of France. The PM said, “The first electoral rally of my Rajasthan campaign began in Dhundhar in 2019. Now, in 2024, the electoral campaign begins again from the same region. You have also made your decision – ‘Phir Ek Baar, Modi Sarkar’.”

PM condoles deaths in an accident in Yamuna River at Banda, Uttar Pradesh

August 11th, 10:22 pm

The Prime Minister, Shri Narendra Modi has expressed deep grief about the deaths in an accident in Yamuna River at Banda district of Uttar Pradesh. Shri Modi conveyed his condolences to the affected families and informed that local administration, under the supervision of the state government is providing all possible help.

ଲକ୍ଷ୍ନୌ ଠାରେ ୟୁପିର ନିବେଶକମାନଙ୍କ ଶିଖର ସମ୍ମିଳନୀରେ ଗ୍ରାଉଣ୍ଡ ବ୍ରେକିଂ ସମାରୋହ @୩.୦ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

June 03rd, 10:35 am

ଉତ୍ତର ପ୍ରଦେଶର ଯଶସ୍ୱୀ ମୁଖ୍ୟମନ୍ତ୍ରୀ ଶ୍ରୀମାନ ଯୋଗୀ ଆଦିତ୍ୟନାଥ ଜୀ, ଲକ୍ଷ୍ନୌର ସାଂସଦ ଏବଂ ଭାରତ ସରକାରଙ୍କ ଆମର ବରିଷ୍ଠ ସାଥୀ ଶ୍ରୀ ରାଜନାଥ ସିଂହ ଜୀ, କେନ୍ଦ୍ର ମନ୍ତ୍ରିମଣ୍ଡଳର ମୋର ଅନ୍ୟ ସହଯୋଗୀଗଣ, ୟୁପିର ଉପ-ମୁଖ୍ୟମନ୍ତ୍ରୀ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ବିଧାନସଭା ଓ ବିଧାନ ପରିଷଦର ବାଚସ୍ପତି ମହୋଦୟ, ଏଠାରେ ଉପସ୍ଥିତ ଉଦ୍ୟୋଗ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ର ଲୋକମାନେ!

PM attends the Ground Breaking Ceremony @3.0 of the UP Investors Summit at Lucknow

June 03rd, 10:33 am

PM Modi attended Ground Breaking Ceremony @3.0 of UP Investors Summit at Lucknow. “Only our democratic India has the power to meet the parameters of a trustworthy partner that the world is looking for today. Today the world is looking at India's potential as well as appreciating India's performance”, he said.

ଉତ୍ତର ପ୍ରଦେଶ ପ୍ରୟାଗରାଜରେ ମହିଳା-କୈନ୍ଦ୍ରିକ ପଦକ୍ଷେପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ

December 21st, 04:48 pm

ପ୍ରୟାଗରାଜ ହଜାର ହଜାର ବର୍ଷ ଧରି ଆମର ମାତୃଶକ୍ତିର ପ୍ରତୀକ ମା, ଗଙ୍ଗା-ଯମୁନା-ସରସ୍ୱତୀଙ୍କ ମିଳନ ସ୍ଥଳ ରହିଛି। ଆଜି ଏହି ତୀର୍ଥ ନଗରୀ ନାରୀ-ଶକ୍ତିର ଏତେ ଅଦ୍ଭୁତ ସଂଗମର ମଧ୍ୟ ସଖୀ ହୋଇ ରହିଛି । ଏହା ଆମ ସମସ୍ତଙ୍କର ସୌଭାଗ୍ୟ ଯେ ଆପଣମାନେ ସମସ୍ତେ ମୋତେ ଆପଣଙ୍କର ସ୍ନେହ ଏବଂ ଆଶୀର୍ବାଦ ନେବାକୁ ଆସିଛି । ମା-ଭଉଣୀମାନେ, ମୁଁ ମଞ୍ଚକୁ ଆସିବା ପୂର୍ବରୁ ମୁଁ ବ୍ୟାକିଂ ସଖୀମାନଙ୍କ ସହ, ସ୍ୱୟଂ ସହାୟତା ସମୂହମାନଙ୍କ ସହ ଜଡ଼ିତ ଭଉଣୀମାନଙ୍କ ସହ ଏବଂ କନ୍ୟା ସୁମଂଗଲ । ଯୋଜନାର ଲାଭାର୍ଥୀ କନ୍ୟାମାନଙ୍କ ସହ କଥା ହେଲି, ଏମିତି ଭାବ, ଏମିତି ଆତ୍ମବିଶ୍ୱାସପୂର୍ଣ୍ଣ କଥା! ମା ଓ ଭଉଣୀମାନେ, ଆମର ଏଠାରେ ଏକ ପ୍ରବାଦ- “ପ୍ରତ୍ୟେକ୍ଷ କିମ୍ ପ୍ରମାଣମ୍ ।”

ଲକ୍ଷ ଲକ୍ଷ ମହିଳା ଅଂଶଗ୍ରହଣ କରିଥିବା କାର୍ଯ୍ୟକ୍ରମରେ ଯୋଗଦେଲେ ପ୍ରଧାନମନ୍ତ୍ରୀ

December 21st, 01:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଆଜି (୨୧.୧୨.୨୧ ) ପ୍ରୟାଗରାଜ ଗସ୍ତରେ ଯାଇ ବିଶେଷକରି ତୃଣମୂଳ ସ୍ତରରେ ମହିଳାଙ୍କୁ ସଶକ୍ତ କରିବା ସଂକ୍ରାନ୍ତ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ପ୍ରଧାନମନ୍ତ୍ରୀ ସ୍ୱୟଂ ସହାୟକ ଗୋଷ୍ଠୀ(ଏସଏଚଜି) ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଏକ ହଜାର କୋଟି ଟଙ୍କା ହସ୍ତାନ୍ତର କରିଛନ୍ତି ଓ ଏହା ଦ୍ୱାରା ପାଖାପାଖି ୧୬ଲକ୍ଷ ମହିଳା ସଦସ୍ୟ ଉପକୃତ ହେବେ । ଏହି ହସ୍ତାନ୍ତରଣ ଦିନ ଦୟାଲ ଅନ୍ତଦ୍ୟୋୟ ଯୋଜନା ଜାତୀୟ ଗ୍ରାମୀଣ ଜୀବିକା ମିଶନ (DAY-NRLM) ଜରିଆରେ ହେଉଛି । ଏହା ଦ୍ୱାରା ୮୦ହଜାର ଏସଏଚଜି ଗୋଷ୍ଠୀ ନିବେଶ ପାଣ୍ଠି (ଆଇଏଫ)ରେ ଏସଏଚଜି ପିଛା ୧.୧୦ଲକ୍ଷ ଟଙ୍କା ଓ ୬୦ହଜାର ଏସଏଚଜି ଚକ୍ରୀୟ ପାଣ୍ଠି ଜରିଆର ଏସଏଚଜି ପିଛା ୧୫ହଜାର ପାଇବେ ।

ପ୍ରଧାନମନ୍ତ୍ରୀ ଡିସେମ୍ବର ୪ରେ ଡେରାଡୁନ ଠାରେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ

December 01st, 12:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୪, ୨୦୨୧ରେ ଡେରାଡୁନ ଗସ୍ତ କରି ମଧ୍ୟାହ୍ନ ୧ଟା ବେଳେ ପ୍ରାୟ ୧୮୦୦୦ କୋଟି ଟଙ୍କାର ଅନେକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଗସ୍ତ ଅବସରରେ ସଡକ ଭିତ୍ତିଭୂମି ଉନ୍ନତିକରଣ ପ୍ରକଳ୍ପଗୁଡିକୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯିବ, ଯାହା ଯାତ୍ରାକୁ ସୁଗମ ଓ ସୁରକ୍ଷିତ କରିବା ସହ ଅଞ୍ଚଳରେ ପର୍ଯ୍ୟଟନକୁ ସମୃଦ୍ଧ କରିବ । ପ୍ରଧାନମନ୍ତ୍ରୀଙ୍କ ପରିକଳ୍ପନା ଅନୁରୂପ ଏହି ପ୍ରକଳ୍ପଗୁଡିକ ଦୁର୍ଗମ ଅଞ୍ଚଳଗୁଡିକୁ ସଂଯୁକ୍ତ କରିବା ସହ ସୁଗମ କରିବ ।

ବିଜେପି ସରକାର ସର୍ବଦା ଗରିବ ଏବଂ ମହିଳାଙ୍କ ଉନ୍ନତି ପାଇଁ କାର୍ଯ୍ୟ କରିଛନ୍ତି : ପ୍ରଧାନମନ୍ତ୍ରୀ ମୋଦୀ

February 04th, 03:09 pm

ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।

ପ୍ରଧାନମନ୍ତ୍ରୀ ମୋଦୀ ଦିଲ୍ଲୀର ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି

February 04th, 03:08 pm

ଦିଲ୍ଲୀର ନିର୍ବାଚନ ପୂର୍ବରୁ ,ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦ୍ଵାରକାରେ ଏକ ଜନସଭାକୁ ସମ୍ବୋଧିତ କରିଛନ୍ତି । ଏକ ବିଶାଳ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ,ଦିଲ୍ଲୀର ଲୋକେ ବିଜେପି ପକ୍ଷରେ ଅଛନ୍ତି । ସେ କହିଛନ୍ତି ,ବିରୋଧୀ ଦଳମାନଙ୍କ ରାତି ନିଦ ହଜିଯାଉଛି ।