ଲାଲକିଲ୍ଲାର ପ୍ରାଚୀରରୁ ୮୦ତମ ସ୍ୱାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 15th, 07:00 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।PM Modi addresses the nation from the ramparts of Red Fort on the occasion of 80th Independence Day
August 15th, 06:50 am
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.80ତମ ସ୍ୱାଧୀନତା ଦିବସ ପାଳନ କଲା ଭାରତ
August 15th, 06:45 am
ପ୍ରଧାନମନ୍ତ୍ରୀ ମୋଦୀ ଲାଲକିଲ୍ଲାରୁ 80ତମ ସ୍ୱାଧୀନତା ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରି 140 କୋଟି ଭାରତୀୟଙ୍କ ଶକ୍ତି ଏବଂ ସଂକଳ୍ପ ଦ୍ୱାରା ପରିଚାଳିତ 2047 ସୁଦ୍ଧା ଏକ ବିକଶିତ ଭାରତ ଗଠନର ସ୍ୱପ୍ନ ବିଷୟରେ କହିଥିଲେ। ଶାନ୍ତି ଆଇନ, ରେଳ ବିଦ୍ୟୁତିକରଣ, ଭାରତର ବାଣିଜ୍ୟ କାରବାର, ନକ୍ସଲବାଦର ସମାପ୍ତି ଏବଂ ଆହୁରି ଅନେକ ପ୍ରମୁଖ ପଦକ୍ଷେପ ଉପରେ ସେ ଆଲୋକପାତ କରିଥିଲେ । 'ଶକ୍ତି କି ସପ୍ତଧାର'କୁ ଆପଣାଇବା ଲାଗି ସେ ଦେଶବାସୀଙ୍କୁ ଆହ୍ୱାନ କରିଥିଲେ ।ନିଶା ବିରୋଧରେ ଲଢ଼େଇରେ ସରକାର ଯୁବପିଢ଼ିଙ୍କ ସହ ଦୃଢ଼ ଭାବରେ ଠିଆ ହୋଇଛନ୍ତି: ପ୍ରଧାନମନ୍ତ୍ରୀ ମୋଦୀ
August 02nd, 11:25 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।‘ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ' ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
August 02nd, 11:00 am
ପ୍ରଧାନମନ୍ତ୍ରୀ ମୋଦୀ ଭିସି ମାଧ୍ୟମରେ 'ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶା ମୁକ୍ତ ଯୁବ'ର ଶୁଭାରମ୍ଭ ସମୟରେ ଏକ ସମାବେଶକୁ ସମ୍ବୋଧିତ କରିଥିଲେ। ତାଙ୍କ ଅଭିଭାଷଣରେ, ସେ ଭାରତକୁ ଏକ ବିକଶିତ ରାଷ୍ଟ୍ରରେ ପରିଣତ କରିବା ପାଇଁ ଯୁବପିଢ଼ିଙ୍କୁ ନିଶାର ମାରାତ୍ମକ ବିପଦରୁ ଦୂରେଇ ରହିବାକୁ ଉତ୍ସାହିତ କରିବା ଅଭିଯାନର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ଯୁବପିଢ଼ିଙ୍କୁ ଭାରତର ଅମୃତ ପିଢ଼ି ବୋଲି କହି, ସେ ନିଶା ଅପବ୍ୟବହାରର କ୍ଷତିକାରକ ପ୍ରଭାବ ବିଷୟରେ ବ୍ୟାଖ୍ୟା କରିଥିଲେ ଏବଂ ଯୁବପିଢ଼ିଙ୍କୁ ଏହି ଫାଶରୁ ରକ୍ଷା କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ଆଶା ପ୍ରକାଶ କରିଥିଲେ ଯେ ଆଜି ନିଆଯାଇଥିବା ପ୍ରତିଶ୍ରୁତି ଆଗାମୀ 100 ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ।The development of Chandigarh has always been the absolute priority of our government: PM Modi
July 17th, 02:08 pm
Launching multiple development projects in Chandigarh, PM Modi asserted that the development of Chandigarh has always been an absolute priority of the current government. He detailed the massive structural changes implemented in the region over the past decade. Congratulating the residents on the inauguration of healthcare, education and infrastructure projects, he also praised the city for striving to improve its cleanliness rankings.ଚଣ୍ଡୀଗଡ଼ରେ ₹୪,୭୦୦ କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ
July 17th, 01:45 pm
ପ୍ରାୟ ଦେଢ଼ ବର୍ଷ ପୂର୍ବେ ଦେଶର ନ୍ୟାୟ ବ୍ୟବସ୍ଥାରେ କରାଯାଇଥିବା ଐତିହାସିକ ଏବଂ ବ୍ୟାପକ ପରିବର୍ତ୍ତନକୁ ସ୍ମରଣ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଉପନିବେଶବାଦୀ ଦଣ୍ଡମୂଳକ ଆଇନରୁ ନ୍ୟାୟକେନ୍ଦ୍ରିକ ବ୍ୟବସ୍ଥାକୁ ଦେଶ ରୂପାନ୍ତରିତ ହୋଇଛି। “ଭାରତୀୟ ନ୍ୟାୟ ସଂହିତାର କାର୍ଯ୍ୟାନ୍ୱୟନ ଚଣ୍ଡିଗଡ଼ରୁ ହିଁ ଆରମ୍ଭ ହୋଇଥିଲା,” ବୋଲି ଶ୍ରୀ ମୋଦୀ ମତ ଦେଇଥିଲେ।India and Indonesia are connected not only by our history but also by a shared future: PM Modi at community programme in Jakarta
July 07th, 11:47 pm
Addressing the Indian community in Jakarta, PM Modi thanked the diaspora for their warm welcome and praised their contribution to Indonesia's progress and their role as a living bridge between the two nations. He spoke about India's rapid transformation and called upon the community to contribute towards the shared aspirations of Viksit Bharat 2047 and Indonesia Emas 2045.ଜାକର୍ତ୍ତାରେ ପ୍ରବାସୀ ଭାରତୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
July 07th, 05:30 pm
ସମାବେଶକୁ ସମ୍ବୋଧିତ କରି, ପ୍ରଧାନମନ୍ତ୍ରୀ ଏପରି ଭବ୍ୟ ସ୍ୱାଗତ ପାଇଁ ସମ୍ପ୍ରଦାୟକୁ ଧନ୍ୟବାଦ ଜଣାଇଥିଲେ । ରାଷ୍ଟ୍ରପତି ପ୍ରବୋୱୋଙ୍କ ଉପସ୍ଥିତି ପାଇଁ କୃତଜ୍ଞତା ପ୍ରକାଶ କରି, ପ୍ରଧାନମନ୍ତ୍ରୀ ତାଙ୍କୁ ଜଣେ ମହାନ ନେତା ଏବଂ ଭାରତର ଜଣେ ପ୍ରକୃତ ବନ୍ଧୁ ବୋଲି କହିଥିଲେ । ସେ ଇଣ୍ଡୋନେସିଆର ପ୍ରଗତି ଏବଂ ସମୃଦ୍ଧିରେ ଅବଦାନ ଏବଂ ଦୁଇ ଦେଶ ମଧ୍ୟରେ ବନ୍ଧୁତାର ଏକ ଜୀବନ୍ତ ସେତୁ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରବାସୀ ଭାରତୀୟମାନଙ୍କର ପ୍ରଶଂସା କରିଥିଲେ । ସେ ପାରସ୍ପରିକ ବିଶ୍ୱାସ, ସମାନ ଐତିହ୍ୟ ଏବଂ ସାମୁଦ୍ରିକ ସଂଯୋଗ ଉପରେ ଆଧାରିତ ଇଣ୍ଡୋନେସିଆ ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ଭାରତର ଦୃଢ଼ ପ୍ରତିବଦ୍ଧତାକୁ ଦୋହରାଇଥିଲେ । ଦୁଇ ଦେଶ ମଧ୍ୟରେ ପ୍ରାଚୀନ ସଭ୍ୟତାଗତ ସଂଯୋଗ ଉପରେ ଆଲୋକପାତ କରି, ସେ କହିଥିଲେ ଯେ, ବାଲିଯାତ୍ରା, ଭେସାକ ତୀର୍ଥଯାତ୍ରା ଏବଂ ନାଳନ୍ଦା ବିଶ୍ୱବିଦ୍ୟାଳୟ ମାଧ୍ୟମରେ ଆଧୁନିକ ସମୟ ଭଳି ପରମ୍ପରା ବିବିଧ ଏବଂ ସ୍ପନ୍ଦନଶୀଳ ଲୋକସମ୍ପର୍କକୁ ପୋଷଣ କରିଆସୁଛି ।Prime Minister shares Sanskrit Subhashitam highlighting the transformative impact of Yoga
June 22nd, 08:13 am
PM Modi shared a Sanskrit Subhashitam highlighting the transformative power of Yoga, noting that the remarkable success of the International Day of Yoga reflects its growing impact across the world. He emphasized that Yoga not only promotes physical well-being but also inspires people to lead positive, confident and balanced lives by calming the mind and regulating the breath.ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୬ କୁ ଏକ ବିଶ୍ୱସ୍ତରୀୟ ଉତ୍ସବରେ ପରିଣତ କରିଥିବାରୁ କୃତଜ୍ଞତା ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ
June 21st, 10:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୬ ମସିହାର ଅନ୍ତର୍ଜାତୀୟ ଯୋଗ ଦିବସକୁ ବାସ୍ତବରେ ଏକ ବୈଶ୍ୱିକ ଉତ୍ସବରେ ପରିଣତ କରିଥିବାରୁ ସମଗ୍ର ବିଶ୍ୱବାସୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସେବା ତୀର୍ଥରେ ଯୋଗ ଅଧିବେଶନ ଆୟୋଜିତ
June 21st, 03:51 pm
ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ନୂଆଦିଲ୍ଲୀରେ ସେବା ତୀର୍ଥରେ ଏକ ଯୋଗ ଅଧିବେଶନ ଅନୁଷ୍ଠିତ ହୋଇଥିଲା।କୋଲକାତାରେ ଆୟୋଜିତ ଆଇଏନଏସ୍ ଅଗ୍ରୟ, ଆଇଏନଏସ୍ ଦୁନାଗିରି ଏବଂ ଆଇଏନଏସ୍ ସଂଶୋଧକଙ୍କ ତ୍ରିମୁଖୀ-କମିଶନିଂ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଅନୁବାଦ
June 21st, 12:51 pm
ସମଗ୍ର ବିଶ୍ୱ ଏହାର ସାକ୍ଷୀ ଯେ, ସାମୁଦ୍ରିକ କ୍ଷମତା ବିନା କୌଣସି ରାଷ୍ଟ୍ର ଏକ ମହାଶକ୍ତିରେ ପରିଣତ ହୋଇପାରିବ ନାହିଁ। ବିକାଶ ସମୁଦ୍ର ସହ ଜଡ଼ିତ, ସୁରକ୍ଷା ସମୁଦ୍ର ସହ ଜଡ଼ିତ ଏବଂ ସମୃଦ୍ଧି ମଧ୍ୟ ସମୁଦ୍ର ସହ ଜଡ଼ିତ। ଆଜି ବିଶ୍ୱର ଅଧିକାଂଶ ବାଣିଜ୍ୟ ସାମୁଦ୍ରିକ ପଥ ଦେଇ ସଂଚାଳିତ ହେଉଛି। ସମଗ୍ର ବିଶ୍ୱକୁ ସଂଯୋଗ କରୁଥିବା ବିଶାଳ ଡାଟା ନେଟୱର୍କଗୁଡ଼ିକ ସମୁଦ୍ରର ଗର୍ଭ ଦେଇ ଅତିକ୍ରମ କରିଛି। ଆଗାମୀ ସମୟରେ ଗୁରୁତ୍ୱପୂର୍ଣ୍ଣ ଖଣିଜ ସମ୍ପଦ, ଗଭୀର ସମୁଦ୍ରର ସମ୍ପଦ ଏବଂ ଶକ୍ତିର ନୂତନ ଉତ୍ସ ମଧ୍ୟ ସମୁଦ୍ର ସହ ଅଧିକ ଘନିଷ୍ଠ ଭାବେ ଜଡ଼ିତ ହେବ।PM Modi commissions three indigenously designed and built naval ships – INS Dunagiri, INS Sanshodhak and INS Agray
June 21st, 12:50 pm
PM Modi has commissioned three indigenously designed and built naval ships - INS Dunagiri, INS Sanshodhak and INS Agray in Kolkata, West Bengal. Speaking on the occasion, he said the event represented an important milestone in the journey towards an Aatmanirbhar Bharat, adding that around 40 indigenously built warships and submarines have been inducted into the Indian Navy over the past few years.ପଶ୍ଚିମବଙ୍ଗର କୋଲକାତାରେ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 21st, 06:45 am
ଜୁନ୍ ୨୧ ତାରିଖ ହେଉଛି ସେହି ଦିନ ଯେତେବେଳେ ପୃଥିବୀର କିଛି ସ୍ଥାନରେ ଦିନ ସବୁଠାରୁ ଲମ୍ବା ହୋଇଥାଏ। ଏବଂ ଅନ୍ତର୍ଜାତୀୟ ଯୋଗ ଦିବସ ଯୋଗୁଁ, ଏବେ ଜୁନ୍ ୨୧ ତାରିଖ ବିଶ୍ୱର ସର୍ବବୃହତ ସାମୂହିକ ଉତ୍ସବର ଦିନ ମଧ୍ୟ ହୋଇଯାଇଛି। ବିଶ୍ୱର ବିଭିନ୍ନ କୋଣରୁ, ଯୋଗର ଅନେକ ଚମତ୍କାର ଫଟୋ ସବୁ ଆସୁଛି। ଭାରତରେ, ହିମାଳୟରୁ ଭାରତ ମହାସାଗର ପର୍ଯ୍ୟନ୍ତ, ଉତ୍ତର-ପୂର୍ବ ଏବଂ ପୂର୍ବରେ ବଙ୍ଗଳାରୁ ପଶ୍ଚିମରେ ସୌରାଷ୍ଟ୍ର ପର୍ଯ୍ୟନ୍ତ, ସମଗ୍ର ଦେଶ ଯୋଗର ଶକ୍ତି ଏବଂ ଚେତନା ସହିତ ପରିପୂର୍ଣ୍ଣ ଦେଖାଯାଉଛି। ସମଗ୍ର ଦେଶ, ସମଗ୍ର ବିଶ୍ୱ ଭିତରେ ସଂଯୋଗ ପରିଦୃଶ୍ୟ ହେଉଛି - ଏବଂ ଏହା ହିଁ ଯୋଗର ପ୍ରକୃତ ଶକ୍ତି। ଯୋଗ ସମସ୍ତଙ୍କୁ ଏକତ୍ର କରେ, ଯୋଗ ସମସ୍ତଙ୍କୁ ଏକାଠି କରେ। ଏହି ଅବସରରେ, ମୁଁ ଅନ୍ତର୍ଜାତୀୟ ଯୋଗ ଦିବସରେ ସମଗ୍ର ବିଶ୍ୱକୁ, ସମଗ୍ର ମାନବ ସମାଜକୁ ମୋର ଆନ୍ତରିକ ଶୁଭେଚ୍ଛା ଜଣାଉଛି।ଯୋଗ ମାନସିକ ସୁସ୍ଥତାରୁ ଶାରୀରିକ ସୁସ୍ଥତା ଆଡ଼କୁ ରାସ୍ତା ଦେଖାଇଥାଏ: ପ୍ରଧାନମନ୍ତ୍ରୀ
June 21st, 06:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୋଲକାତାର ରେଡ୍ ରୋଡ୍ଠାରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସର ଜାତୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ ହଜାର ହଜାର ଯୋଗ ଅଭ୍ୟାସକାରୀଙ୍କ ସହ ‘ସାଧାରଣ ଯୋଗ ଅଧିବେଶନ’ରେ ଭାଗ ନେଇଥିଲେ। ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସମଗ୍ର ବିଶ୍ୱର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇ ଶ୍ରୀ ମୋଦୀ କହିଥିଲେ ଯେ, ଜୁନ୍ ୨୧ ତାରିଖ ବିଶ୍ୱର ଅନେକ ପ୍ରାନ୍ତରେ ବର୍ଷର ସବୁଠାରୁ ଦୀର୍ଘତମ ଦିନ ଭାବେ ଜଣାଶୁଣା ଏବଂ ଏହା ଯୋଗ ମାଧ୍ୟମରେ ମାନବଜାତିର ସବୁଠାରୁ ବଡ଼ ସାମୂହିକ ଉତ୍ସବ ଭାବରେ ଉଭା ହୋଇଛି।ପଶ୍ଚିମବଙ୍ଗର ତାରକେଶ୍ୱରରେ ପଶ୍ଚିମବଙ୍ଗ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 20th, 05:13 pm
ନିର୍ବାଚନ ଏବଂ ଶପଥ ଗ୍ରହଣ ପରେ ପ୍ରଥମ ଥର ପାଇଁ ମୋତେ ଆପଣମାନଙ୍କ ସହିତ ରହିବାର ସୌଭାଗ୍ୟ ମିଳିଛି । ବାବା ତାରକନାଥ ଏବଂ ବଙ୍ଗଳାର ଏହି ପବିତ୍ର ଭୂମିରେ ପଶ୍ଚିମବଙ୍ଗ ଦିବସର ଐତିହାସିକ ଦିବସ ଅବସରରେ ଏତେ ସଂଖ୍ୟାରେ ଆପଣମାନଙ୍କର ଯୋଗଦାନ ଦେଖି ମୁଁ ବହୁତ ଖୁସି । ପଶ୍ଚିମବଙ୍ଗର ପବନରେ ଏକ ନୂତନ ସତେଜତା ଅଛି, ଏହାର ପ୍ରତ୍ୟେକ କୋଣ ଅନୁକୋଣରୁ ଏକ ନୂତନ ସୁଗନ୍ଧ ବାହରୁଛି, ଏପରି ମନେ ହେଉଛି, ଯେମିତିକି ପଶ୍ଚିମବଙ୍ଗ ଏବେ ଶିକୁଳିରୁ ମୁକ୍ତ ହୋଇଛି । ଯେପରିକି ବଙ୍ଗଳାର ଗୌରବ ଫେରାଇ ଆଣିବାର କାର୍ଯ୍ୟ ଆରମ୍ଭ ହୋଇଛି । ଆମର ବଙ୍ଗଳା ନିଜର ନୂତନ ଭବିଷ୍ୟତର ନିର୍ମାଣରେ ନିୟୋଜିତ ହୋଇଛି ବୋଲି ଆଜିର କାର୍ଯ୍ୟକ୍ରମ ଏବଂ ଏହି ପ୍ରକଳ୍ପଗୁଡିକର ଶୁଭାରମ୍ଭ ହେଉଛି ସାକ୍ଷୀ । ବଙ୍ଗର ଲୋକଙ୍କ ମୁହଁରେ ଏହି ଚମକ, ପ୍ରତ୍ୟେକ ଗାଁରେ ଖୁସି ଏବଂ ଆତ୍ମବିଶ୍ୱାସର ଭାବନା, ଆଉ ମୁଁ ଆପଣଙ୍କ ସହିତ ଏହି ଖୁସି ବାଣ୍ଟିବାକୁ ଆସିଛି । ଆପଣଙ୍କର ଗୋଟିଏ ଭୋଟ ଏବଂ ଗୋଟିଏ ନିର୍ବାଚନ କେତେ ପରିବର୍ତ୍ତନ ଆଣିପାରେ ତାହା ପଶ୍ଚିମବଙ୍ଗରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ।ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 20th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ପଶ୍ଚିମବଙ୍ଗର ହୁଗଲି ଠାରେ ଆୟୋଜିତ ‘ପଶ୍ଚିମବଙ୍ଗ ଦିବସ’ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 19th, 11:54 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗ ଦିବସ ସମାରୋହରେ ଯୋଗ ଦେଇଥିଲେ। ରାଜ୍ୟସ୍ତରୀୟ ଏହି ଉତ୍ସବ ହୁଗ୍ଲି ଜିଲ୍ଲାର ତାରକେଶ୍ୱରଠାରେ ଆୟୋଜିତ ହୋଇଥିଲା, ଯାହା ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହ ଜଡ଼ିତ ଏକ ଐତିହାସିକ ସ୍ଥାନ। ଚଳିତ ବର୍ଷ ପଶ୍ଚିମବଙ୍ଗ ଦିବସର ବିଷୟବସ୍ତୁ ଥିଲା: “ପଶ୍ଚିମବଙ୍ଗ: ଐତିହ୍ୟ, ସମନ୍ୱୟ ଏବଂ ବିକାଶ”, ଯାହା ରାଜ୍ୟର ସାଂସ୍କୃତିକ ସମୃଦ୍ଧି, ସାମାଜିକ ସଂହତି ଏବଂ ବିକାଶମୂଳକ ଆକାଂକ୍ଷାକୁ ପ୍ରତିଫଳିତ କରେ।ପ୍ରଧାନମନ୍ତ୍ରୀ ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତିଙ୍କୁ ଭେଟିଲେ
June 15th, 11:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବ୍ରାଟିସ୍ଲାଭାସ୍ଥିତ ରାଷ୍ଟ୍ରପତି ଭବନରେ ସ୍ଲୋଭାକିଆ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ଶ୍ରୀ ପିଟର ପେଲେଗ୍ରୀନିଙ୍କୁ ଭେଟିଛନ୍ତି।