ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।BJP prioritizes women's safety and respect above all else: PM Modi in Zaheerabad
April 30th, 05:00 pm
Prime Minister Narendra Modi addressed a public event in Zaheerabad, Telangana, where he expressed his love and admiration for the audience. He shared his transparent vision for a Viksit Telangana and a Viksit Bharat. PM Modi also reiterated his commitment to fighting corruption and ensuring the safety and security of all citizens.PM Modi addresses a massive crowd at a public meeting in Zaheerabad, Telangana
April 30th, 04:30 pm
Prime Minister Narendra Modi addressed a public event in Zaheerabad, Telangana, where he expressed his love and admiration for the audience. He shared his transparent vision for a Viksit Telangana and a Viksit Bharat. PM Modi also reiterated his commitment to fighting corruption and ensuring the safety and security of all citizens.