ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡ଼ୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ Shri @ncbn ପ୍ରଧାନମନ୍ତ୍ରୀ @narendramodi ଙ୍କୁ ଭେଟିଛନ୍ତି ।”
@AndhraPradeshCM
Chief Minister of Andhra Pradesh, Shri @ncbn, met Prime Minister @narendramodi.@AndhraPradeshCM pic.twitter.com/HVtfHWWiQU
— PMO India (@PMOIndia) April 25, 2025




