ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପିଏମ୍ଓ ଇଣ୍ଡିଆ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
“ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@CMOfficeAssam”
Chief Minister of Assam, Shri @himantabiswa, met Prime Minister @narendramodi.@CMOfficeAssam pic.twitter.com/wNvAq2QRK5
— PMO India (@PMOIndia) April 19, 2025


