ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସୂଚନା ଦେଇଛନ୍ତି ଯେ ପ୍ରଧାନମନ୍ତ୍ରୀ ଉପହାର ୨୦୨୨ ର ନିଲାମ ଚଳିତ ମାସର ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ସଂସ୍କୃତି ମନ୍ତ୍ରଣାଳୟର ଏକ ଟୁଇଟ୍‌ର ଜବାବରେ ପ୍ରଧାନମନ୍ତ୍ରୀ ଟୁଇଟ୍‍ କରିଛନ୍ତି:

“ବର୍ଷ ବର୍ଷ ଧରି ମୁଁ ପାଇଥିବା ଅନେକ ସ୍ୱତନ୍ତ୍ର ଉପହାର ଏହା ମଧ୍ୟର ରହିଛି । ଲୋକଙ୍କ ଇଚ୍ଛାକୁ ସମ୍ମାନ ଜଣାଇ, ଉପହାରଗୁଡିକର ନିଲାମ ୧୨ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଏଥିରେ ଅଂଶଗ୍ରହଣ କରନ୍ତୁ ।”

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Railways achieves 1,000 million tons milestone in freight transportation for FY 2022-23

Media Coverage

Railways achieves 1,000 million tons milestone in freight transportation for FY 2022-23
...

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 8, 2022
December 08, 2022
ସେୟାର
 
Comments

Appreciation For PM Modi’s Relentless Efforts Towards Positive Transformation of the Nation

Citizens Congratulate Indian Railways as it Achieves a Milestone in Freight Transportation for FY 2022-23