ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଅଷ୍ଟ୍ରେଲିଆ ସଂସଦରେ ଭାରତ ସହ ମୁକ୍ତ ବାଣିଜ୍ୟ ରାଜିନାମା ଅନୁମୋଦିତ ହୋଇଥିବାରୁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

ଅର୍ଥନୈତିକ ସହଯୋଗ ଓ ବାଣିଜ୍ୟ ରାଜିନାମା (ଇସିଟିଏ)କୁ ମଧ୍ୟ ଆମ ବ୍ୟବସାୟୀ ଗୋଷ୍ଠୀ ସ୍ୱାଗତ କରିବେ ଓ ଭାରତ- ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବ ବୋଲି ଶ୍ରୀ ମୋଦୀ କହିଛନ୍ତି ।

ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିଜଙ୍କ ଟ୍ୱିଟର ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଧନ୍ୟବାଦ ପ୍ରଧାନମନ୍ତ୍ରୀ @AlboMP! ଲାଗୁ ହୋଇଥିବା ଭାରତ- ଅଷ୍ଟ୍ରେଲିଆ ଇସିଟିଏକୁ ଆମ ବ୍ୟବସାୟୀ ଗୋଷ୍ଠୀ ବେଶ ସ୍ୱାଗତ କରିବେ ଓ ଏହା ଭାରତ- ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀକୁ ଆହୁରି ମଜବୁତ କରିବ ।”   

Explore More
୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୮ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
FDI inflows into India cross $1 trillion, establishes country as key investment destination

Media Coverage

FDI inflows into India cross $1 trillion, establishes country as key investment destination
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 8, 2024
December 08, 2024

Appreciation for Cultural Pride and Progress: PM Modi Celebrating Heritage to Inspire Future Generations.