ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ବାଧ୍ୟତାମୂଳକ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ବୃଦ୍ଧିକୁ ଅନୁମୋଦନ କରାଯାଇଛି ।

କୃଷକମାନଙ୍କୁ ସେମାନଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ ମୂଲ୍ୟ ପ୍ରଦାନ ସୁନିଶ୍ଚିତ କରିବା ପାଇଁ ସରକାର ବିପଣନ ଋତୁ ୨୦୨୪-୨୫ ଲାଗି ରବି ଫସଲର ଏମଏସପି ବୃଦ୍ଧି କରିଛନ୍ତି। ଡାଲି (ମସୁର) ପାଇଁ  କୁଇଣ୍ଟାଲ ପିଛା ୪୨୫ ଟଙ୍କା ଏବଂ ରେପସିଡ ଓ ସୋରିଷ ପାଇଁ କ୍ୱିଣ୍ଟାଲ ପିଛା ୨୦୦ ଟଙ୍କା ଏମଏସପି ବୃଦ୍ଧିକୁ ଅନୁମୋଦନ କରାଯାଇଛି । ଗହମ ଓ କୁସୁମ ପାଇଁ କ୍ୱିଣ୍ଟାଲ ପିଛା ୧୫୦ ଟଙ୍କା ଲେଖାଏଁ ବୃଦ୍ଧିକୁ ଅନୁମୋଦନ ମିଳିଛି। ବାର୍ଲି ଓ ଚଣାର ଏମଏସପି କ୍ୱିଣ୍ଟାଲ ପିଛା ଯଥାକ୍ରମେ ୧୧୫ ଟଙ୍କା ଓ ୧୦୫ ଟଙ୍କା ବୃଦ୍ଧି କରାଯାଇଛି ।

୨୦୨୪-୨୫ ବିପଣନ ଋତୁ ପାଇଁ ସମସ୍ତ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ

(କ୍ୱିଣ୍ଟାଲ ପିଛା ଟଙ୍କାରେ)

କ୍ରସଂ

ଫସଲ

ରବି ଋତୁ

୨୦୧୪-୧୫ ରେ ଏମଏସପି

ରବି ଋତୁ

୨୦୨୩-୨୪ ରେ ଏମଏସପି

ରବି ଋତୁ

୨୦୨୪-୨୫ ରେ ଏମଏସପି

ରବି ଋତୁ ୨୦୨୪-୨୫ ରେ ଉତ୍ପାଦନ ମୂଲ୍ୟ

ଏମଏସପିରେ ବୃଦ୍ଧି (ସମ୍ପୂର୍ଣ୍ଣ)

ଖର୍ଚ୍ଚ ଉପରେ ସୀମା (ପ୍ରତିଶତରେ)

ଗହମ

୧୪୦୦

୨୧୨୫

୨୨୭୫

୧୧୨୮

୧୫୦

୧୦୨

ଯଅ

୧୧୦୦

୧୭୩୫

୧୮୫୦

୧୧୫୮

୧୧୫

୬୦

ଚଣା

୩୧୦୦

୫୩୩୫

୫୪୪୦

୩୪୦୦

୧୦୫

୬୦

ଡାଲି

(ମସୁର)

୨୯୫୦

୬୦୦୦

୬୪୨୫

୩୪୦୫

୪୨୫

୮୯

ସୋରିଷ ଓ ରେପ୍‌ସିଡ୍‌

୩୦୫୦

୫୪୫୦

୫୬୫୦

୨୮୫୫

୨୦୦

୯୮

କୁସୁମ

୩୦୦୦

୫୬୫୦

୫୮୦୦

୩୮୦୭

୧୫୦

୫୨

 

*ଉତ୍ପାଦନ ଖର୍ଚ୍ଚରେ ଫସଲ ଅମଳ ପାଇଁ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କରାଯାଉଥିବା ସବୁ ବ୍ୟୟ ସାମିଲ ରହିଛି । ଏଥିରେ ଶ୍ରମିକ, ବଳଦ ଶ୍ରମ/ମେସିନ ଶ୍ରମ, ଜମି ଭାଗ ପାଇଁ ଖର୍ଚ୍ଚ, ବିହନ, ସାର, ଖତ, ଜଳସେଚନ ଶୁଳ୍କ, ଉପକରଣ ଏବଂ କୃଷି ଭବନ ଉପଯୋଗ ବାବଦ ଖର୍ଚ୍ଚ, ଚଳନ୍ତି ପୁଞ୍ଜି ଉପରେ ସୁଧ, ପମ୍ପ ସେଟ୍‌ ପରିଚାଳନା ପାଇଁ ଡିଜେଲ/ବିଦ୍ୟୁତ ଖର୍ଚ୍ଚ ଆଦି ସମେତ ଅନ୍ୟାନ୍ୟ ଖର୍ଚ୍ଚ ଏବଂ ପାରିବାରିକ ଶ୍ରମର ଲାଗୁ ମୂଲ୍ୟ ସାମିଲ ରହିଛି ।

ସର୍ବଭାରତୀୟ ସ୍ତରରେ ଲାଗୁ ହାରାହାରୀ ଉତ୍ପାଦନ ଖର୍ଚ୍ଚର ପାଖାପାଖି ଦେଢ଼ଗୁଣା ସ୍ତରରେ ଏମଏସପି ନିର୍ଦ୍ଧାରଣ କରିବା ଲାଗି କେନ୍ଦ୍ରୀୟ ବଜେଟ୍‌ ୨୦୧୮-୧୯ରେ ଘୋଷଣା କରାଯାଇଥିଲା । ଏହି ଘୋଷଣା ଅନୁରୂପ ୨୦୨୪-୨୫ ବିପଣନ ଋତୁ ପାଇଁ ରବି ଫସଲର ଏମଏସପି ବୃଦ୍ଧି କରାଯାଉଛି । ଏମଏସପି ବୃଦ୍ଧି ଫଳରେ ଗହମ ଉପରେ ୧୦୨ ପ୍ରତିଶତ, ସୋରିଷ ଓ ରେପସିଡ୍ ଉପରେ ୯୮ ପ୍ରତିଶତ, ମସୁର ଉପରେ ୮୯ ପ୍ରତିଶତ, ଚଣା ଉପରେ ୬୦ ପ୍ରତିଶତ; ଯଅ ଉପରେ ୬୦ ପ୍ରତିଶତ ଏବଂ କୁସୁମ ଉପରେ ୫୨ ପ୍ରତିଶତ କୃଷି ଉତ୍ପାଦନ ଖର୍ଚ୍ଚର ରିଟର୍ଣ୍ଣ ବା ଲାଭ ମୂଲ୍ୟ ମିଳିପାରିବ । ଚାଷୀମାନଙ୍କୁ ଉଚିତ୍‌ ଲାଭଜନକ ମୂଲ୍ୟ ପ୍ରଦାନ କରିବା ଏବଂ ଫସଲ ବିବିଧକରଣକୁ ପ୍ରୋତ୍ସାହନ ଦେବା ଏମଏସପି ବୃଦ୍ଧିର ଉଦ୍ଦେଶ୍ୟ।

ଖାଦ୍ୟ ନିରାପତ୍ତା ଓ କୃଷକଙ୍କ ଆୟ ବୃଦ୍ଧି ଏବଂ ଆମଦାନୀ ଉପରେ ନିର୍ଭରଶୀଳତା ହ୍ରାସ କରିବା ପାଇଁ ସରକାର ତୈଳବୀଜ, ଡାଲି ଏବଂ ମାଣ୍ଡିଆ ବାଜରା ଭଳି ମିଲେଟ୍ସ ବା ଶ୍ରୀ ଅନ୍ନ ଶସ୍ୟର ଅମଳ ବୃଦ୍ଧି ପାଇଁ ଫସଲ ବିବିଧକରଣକୁ ପ୍ରୋତ୍ସାହିତ କରୁଛନ୍ତି । ତୈଳବୀଜ ଓ ଡାଲି ଚାଷ ପାଇଁ କୃଷକମାନଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା ମିଶନ (ଏନ୍ଏଫ୍ଏସ୍ଏମ୍), ପ୍ରଧାନମନ୍ତ୍ରୀ କୃଷି ସିଞ୍ଚାଇ ଯୋଜନା (ପିଏମକେଏସୱାଇ) ଏବଂ ଜାତୀୟ ତୈଳବୀଜ ଓ ତାଳ ତେଲ ମିଶନ (ଏନ୍ଏମ୍ଓଓପି) ଭଳି ବିଭିନ୍ନ ପଦକ୍ଷେପ ନେଇଛନ୍ତି ।      ​

ଏହାବ୍ୟତୀତ କିଷାନ କ୍ରେଡିଟ୍ କାର୍ଡ (କେସିସି) ଯୋଜନାର ଲାଭ ଦେଶର ପ୍ରତ୍ୟେକ କୃଷକଙ୍କ ପାଖରେ ପହଞ୍ଚାଇବା ପାଇଁ ସରକାର କୃଷି ଋଣ ପୋର୍ଟାଲ (କେଆରପି), କେସିସି ଘର ଘର ଅଭିଯାନ ଏବଂ ପାଣିପାଗ ସୂଚନା ନେଟୱାର୍କ ଡାଟା ପ୍ରଣାଳୀ (ୱିଣ୍ଡସ) ଆରମ୍ଭ କରିଛନ୍ତି । ୱିଣ୍ଡସର ଲକ୍ଷ ହେଉଛି କୃଷକମାନଙ୍କୁ ସେମାନଙ୍କ ଫସଲ ସମ୍ବନ୍ଧରେ ନିଷ୍ପତ୍ତି ନେବାକୁ ସଶକ୍ତ କରିବା ପାଇଁ ଠିକ୍ ସମୟରେ ଏବଂ ସଠିକ୍ ପାଣିପାଗ ସୂଚନା ପ୍ରଦାନ କରିବା । କୃଷିକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା, ଆର୍ଥିକ ଅନ୍ତର୍ଭୁକ୍ତୀକରଣକୁ ବିସ୍ତାର କରିବା, ଡାଟା ବ୍ୟବହାରକୁ ସର୍ବାଧିକ ସ୍ତରକୁ ନେବା ଏବଂ ସମଗ୍ର ଦେଶରେ କୃଷକମାନଙ୍କ ଜୀବନରେ ଉନ୍ନତି ଆଣିବା ଏହାର ଲକ୍ଷ୍ୟ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India's pace of economic growth shows that its Viksit Bharat dream is not out of reach

Media Coverage

India's pace of economic growth shows that its Viksit Bharat dream is not out of reach
NM on the go

Nm on the go

Always be the first to hear from the PM. Get the App Now!
...
PM chairs valedictory session of National Departmental Summit on Water
September 02, 2026
This marks the first in a series of Summits envisioned by PM to strengthen spirit of Team India and deepen cooperative federalism
PM stresses adoption of a continuous process of review and follow up to act on actionable and time-bound outcomes
Emphasising Jan Bhagidari, PM calls for promoting Jal Utsav to deepen public awareness on water conservation
PM calls for greater adoption of water-saving technologies and learning from global best practices
PM calls for robust water data governance through effective use of AI
PM suggests structured inter-State Study-visits involving public representatives, officials and farmers on water related issues

Prime Minister Shri Narendra Modi today chaired the valedictory session of the two-day National Departmental Summit on Water, organised by the Ministry of Jal Shakti. The Summit is the first in a series of Departmental Summits envisioned by Prime Minister to strengthen the spirit of Team India, deepen cooperative federalism and foster collective ownership of national priorities through closer collaboration between the Centre and the States. It brought together Ministers and senior officials from States and Union Territories for focused deliberations on various dimensions of India’s water security.

Prime Minister appreciated the intensive two-day deliberations and emphasised that the actionable and time-bound action points emerging from the Summit should be pursued through a continuous process of review and learning. He suggested that the Summit should not remain a one-time exercise and called for a continuous process of review and follow-up.

Prime Minister called for sensitising Urban Local Bodies to the challenges arising from urbanisation, including population growth and future water requirements, and suggested organising similar Chintan Shivirs for Urban Local Bodies. He called for greater adoption of water-saving technologies. He also suggested dedicated exhibitions and workshops, including exposure to global best practices, to enable Indian manufacturers and stakeholders to develop and scale efficient solutions.

Emphasising Jan Bhagidari, Prime Minister suggested promoting “Jal Utsav” to create greater awareness among people. Prime Minister called for making de-silting a regular programme and developing clear criteria and SOPs for de-silting. On dam safety, he stressed rigorous preparedness before every monsoon, adherence to prescribed precautions and creating awareness among school students, including through suitable incorporation in educational curricula.

Prime Minister further called for strengthening knowledge and capacity on water management and governance in universities and higher educational institutions. He suggested structured inter-State study-visits involving public representatives, officials and farmers to facilitate practical learning and replication of successful interventions.

Prime Minister called for robust water data governance, with water-sector data brought together, systematically managed, analysed and effectively utilised. He recommended the use of AI for data collection and analysis through a uniform format. He also stressed anticipatory and integrated planning to address water scarcity through suitable utilisation of treated water for agriculture and industrial purposes.

Drawing upon his experience as Chief Minister of Gujarat, Prime Minister noted that instances of water scarcity could be transformed into opportunities through systematic planning, commitment and deployment of adequate resources and capable officers.

Union Minister for Jal Shakti Shri C. R. Patil highlighted four key outcomes of the summit: accelerated completion of water infrastructure projects; strengthening water conservation as a sustained people’s movement; ensuring long-term sustainability of drinking-water sources; and institutionalising effective operation and maintenance of rural drinking-water schemes.