ସେୟାର
 
Comments

ଆଡୋବ ସଭାପତି ତଥା ସିଇଓ ଶ୍ରୀ ଶାନ୍ତନୁ ନାରାୟଣ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।

ଜାରି ରହିଥିବା ଯୌଥ ପ୍ରକଳ୍ପ ଓ ଭାରତରେ ଭବିଷ୍ୟତ ନିବେଶ ଯୋଜନା ସମ୍ପର୍କରେ ସେମାନେ ଆଲୋଚନା କରିଥିଲେ । ଭାରତର ପ୍ରମୁଖ କାର୍ଯ୍ୟକ୍ରମ ଡିଜିଟାଲ ଇଣ୍ଡିଆ ଓ ସ୍ୱାସ୍ଥ୍ୟ, ଶିକ୍ଷା, ଗବେଷଣା ଏବଂ ବିକାଶ ଭଳି କ୍ଷେତ୍ରରେ ନୂଆ ପ୍ରଯୁକ୍ତିର ବ୍ୟବହାର ସମ୍ପର୍କରେ ସେମାନେ ଆଲୋଚନା କରିଥିଲେ ।

 

Explore More
୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଲାଲକିଲ୍ଲାର ପ୍ରାଚୀରରୁ ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Bhupender Yadav writes: What the Sengol represents

Media Coverage

Bhupender Yadav writes: What the Sengol represents
...

Nm on the go

Always be the first to hear from the PM. Get the App Now!
...
PM condoles loss of lives due to train accident in Odisha
June 02, 2023
ସେୟାର
 
Comments

The Prime Minister, Shri Narendra Modi has expressed deep grief over the loss of lives due to train accident in Odisha.

In a tweet, the Prime Minister said;

"Distressed by the train accident in Odisha. In this hour of grief, my thoughts are with the bereaved families. May the injured recover soon. Spoke to Railway Minister @AshwiniVaishnaw and took stock of the situation. Rescue ops are underway at the site of the mishap and all possible assistance is being given to those affected."