ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ବିହାରର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସମ୍ରାଟ ଚୌଧୁରୀ ଏବଂ କେନ୍ଦ୍ରମନ୍ତ୍ରୀ ଶ୍ରୀ ରାଜୀବ ରଞ୍ଜନ ସିଂହ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।”
Chief Minister of Bihar, Shri @NitishKumar, Deputy CM, Shri @samrat4bjp and Union Minister, Shri @LalanSingh_1 met Prime Minister @narendramodi today. pic.twitter.com/PUBfVW5llj
— PMO India (@PMOIndia) December 22, 2025


