ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@AndhraPradeshCM”
Chief Minister of Andhra Pradesh, Shri @ncbn met Prime Minister @narendramodi.@AndhraPradeshCM pic.twitter.com/P1mg5MFqRb
— PMO India (@PMOIndia) October 13, 2025


