ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
@CMOfficeAssam
CM of Assam, Shri @himantabiswa met Prime Minister @narendramodi.@CMOfficeAssam pic.twitter.com/bY5QNH5PhD
— PMO India (@PMOIndia) July 28, 2025


