ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଗତକାଲି ସନ୍ଧ୍ୟାରେ ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ।
ପ୍ରଧାନମନ୍ତ୍ରୀ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି:
“ଆସାମର ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମା ଗତକାଲି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ।”
Chief Minister of Assam, Shri @himantabiswa met Prime Minister @narendramodi last evening.@CMOfficeAssam pic.twitter.com/bkqV3H2DYf
— PMO India (@PMOIndia) November 5, 2025




