ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁଦେଓ ସାଇ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି:
“ଛତିଶଗଡ଼ ମୁଖ୍ୟମନ୍ତ୍ରୀ Shri @vishnudsai ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
Chief Minister of Chhattisgarh, Shri @vishnudsai, met Prime Minister @narendramodi. pic.twitter.com/riCvd11bJW
— PMO India (@PMOIndia) June 6, 2025


