ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;
“ଛତିଶଗଡର ମୁଖ୍ୟମନ୍ତ୍ରୀ ଶ୍ରୀ ବିଷ୍ଣୁ ଦେଓ ସାଇ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।”
Chief Minister of Chhattisgarh, Shri @vishnudsai met Prime Minister @narendramodi.@ChhattisgarhCMO pic.twitter.com/Z2fmxC0ZUb
— PMO India (@PMOIndia) April 7, 2026


