ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
@CMOGuj
CM of Gujarat, Shri @Bhupendrapbjp met Prime Minister @narendramodi.@CMOGuj pic.twitter.com/4ixWqGziAf
— PMO India (@PMOIndia) September 4, 2025


