ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସୈନି ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି;
“ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାୟବ ସୈନି @NayabSainiBJP ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି @narendramodi.”
@cmohry
Chief Minister of Haryana, Shri @NayabSainiBJP had a meeting with Prime Minister @narendramodi.@cmohry pic.twitter.com/IFLai5kGUc
— PMO India (@PMOIndia) April 2, 2026


