ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀରେ ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସାଇନି ଭେଟିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ "ରେ ପୋଷ୍ଟ କରିଛନ୍ତି:
‘‘ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସାଇନି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।’’
Chief Minister of Haryana, Shri @NayabSainiBJP met Prime Minister @narendramodi.@cmohry pic.twitter.com/sqC35V0hlU
— PMO India (@PMOIndia) November 10, 2025


