ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଭେଟିଛନ୍ତି ।
ଏକ୍ସରେ ପିଏମଓ ଭାରତ ହ୍ୟାଣ୍ଡେଲ ପୋଷ୍ଟ କରିଛି ଯେ,
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡକ୍ଟର ମୋହନ ଯାଦବ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।’
@CMMadhyaPradesh’
Chief Minister of Madhya Pradesh, @DrMohanYadav51 met Prime Minister @narendramodi.@CMMadhyaPradesh pic.twitter.com/oswAHz5Ukx
— PMO India (@PMOIndia) March 16, 2026


