ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ ସାଙ୍ଗମା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ ସାଙ୍ଗମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
Chief Minister of Meghalaya, Shri @SangmaConrad met Prime Minister @narendramodi. pic.twitter.com/hH54qoPWoT
— PMO India (@PMOIndia) January 29, 2026


