ମିଜୋରାମର ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଦୁହୋମା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ମିଜୋରାମର ମୁଖ୍ୟମନ୍ତ୍ରୀ ଶ୍ରୀ ଲାଲଦୁହୋମା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@CMOMizoram””
CM of Mizoram, Shri @Lal_Duhoma, met Prime Minister @narendramodi.@CMOMizoram pic.twitter.com/uBhESm82Qs
— PMO India (@PMOIndia) July 14, 2025


