ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି:
‘‘ଓଡ଼ିଶାର ମୁଖ୍ୟମନ୍ତ୍ରୀ @MohanMOdisha ପ୍ରଧାନମନ୍ତ୍ରୀ @narendramodiଙ୍କୁ ସାକ୍ଷାତ କରିଛନ୍ତି ।
@CMO_Odisha”
CM of Odisha, Shri @MohanMOdisha, met Prime Minister @narendramodi.@CMO_Odisha pic.twitter.com/CpjuGk0J8Q
— PMO India (@PMOIndia) July 12, 2025


