ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଥିରୁ ସି. ଯୋଶେଫ ନୂଆଦିଲ୍ଲୀରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୋଷ୍ଟ ହୋଇଛି:
“ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଥିରୁ ସି. ଯୋଶେଫ @actorvijay ଆଜି ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।
@CMOTamilnadu”
Chief Minister of Tamil Nadu, Thiru @actorvijay met Prime Minister @narendramodi today.@CMOTamilnadu pic.twitter.com/xwE8THhDEV
— PMO India (@PMOIndia) May 27, 2026


