ତ୍ରିପୁରାର ମୁଖ୍ୟମନ୍ତ୍ରୀ ଡ. ମାଣିକ ସାହା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ତ୍ରିପୁରାର ମୁଖ୍ୟମନ୍ତ୍ରୀ ଡ. ମାଣିକ ସାହା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
CM of Tripura, @DrManikSaha2 met Prime Minister @narendramodi. pic.twitter.com/8ZITcO6q4B
— PMO India (@PMOIndia) October 15, 2025


