ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;
“ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ @myogiadityanath ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
Chief Minister of Uttar Pradesh, Shri @myogiadityanath, met Prime Minister @narendramodi. pic.twitter.com/0Tw52UwNSE
— PMO India (@PMOIndia) January 10, 2025


