ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମି ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମି ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।
@ukcmo”
CM of Uttarakhand, Shri @pushkardhami, met Prime Minister @narendramodi.@ukcmo pic.twitter.com/oEHWoqEPSo
— PMO India (@PMOIndia) July 14, 2025


