ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି
ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି;
“ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ପୁଷ୍କର ସିଂହ ଧାମି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ”
@ukcmo
Chief Minister of Uttarakhand, Shri @pushkardhami met Prime Minister @narendramodi.@ukcmo pic.twitter.com/IFP9w3x8Mi
— PMO India (@PMOIndia) March 27, 2026


