ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରାଯାଇଛି;
“ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥିରୁ @mkstalin ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।”
The Chief Minister of Tamil Nadu, Thiru @mkstalin called on PM @narendramodi. @CMOTamilnadu pic.twitter.com/UWx0g8kJxW
— PMO India (@PMOIndia) August 17, 2022


