ଚଳିତ ବର୍ଷର ଯୋଗ ଦିବସ କାର୍ଯ୍ୟକ୍ରମର ଝଲକ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶେୟାର କରିଛନ୍ତି ।

ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ଚଳିତ ବର୍ଷର ଯୋଗ ଦିବସ କାର୍ଯ୍ୟକ୍ରମ ପାଇଁ ଶ୍ରୀନଗରର ଡାଲ ହ୍ରଦରେ ସୁନ୍ଦର ବ୍ୟବସ୍ଥା ହୋଇଥିଲା, ଏହା ପ୍ରକୃତି ସହ ଉଚିତ ସନ୍ତୁଳନ ରକ୍ଷା କରିଥିଲା । ସେଠାରେ ଏକତ୍ର ହୋଇଥିବା ଅଗଣିତ ଲୋକଙ୍କ ଉତ୍ସାହରେ ବର୍ଷା ବାଧକ ହୋଇପାରିନଥିଲା । ଏଠାରେ ତା’ର କିଛି ଝଲକ ।”

 

“Some more glimpses from the Yoga Day programme in Srinagar.”

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
'Smartphone PLI plan exceeds targets, value addition quadruples': Industry informs govt

Media Coverage

'Smartphone PLI plan exceeds targets, value addition quadruples': Industry informs govt
NM on the go

Nm on the go

Always be the first to hear from the PM. Get the App Now!
...
Prime Minister shares Sanskrit Subhashitam highlighting the strength of courage and resilience
July 08, 2026

The Prime Minister, Shri Narendra Modi said that courage is the greatest strength of a nation. He noted that it inspires the country to remain united even in the face of difficult challenges and to move steadily towards progress, prosperity and self-reliance.

The Prime Minister shared a Sanskrit Subhashitam-

“चलन्ति गिरयः कामं युगान्तपवनाहताः।

कृच्छ्रेऽपि न चलत्येव धीराणां निश्चलं मनः।। ”

The Subhashitam conveys that even mountains, lashed by tempestuous winds, are shaken and set in motion at the time of dissolution; yet amid the gravest trials, the mind of the steadfast remains unwavering and undisturbed.

The Prime Minister wrote on X;

“धैर्य किसी राष्ट्र की सबसे बड़ी शक्ति है। इससे कठिन चुनौतियों के बीच भी देश को एकजुट रहने के साथ ही प्रगति, समृद्धि और आत्मनिर्भरता की दिशा में निरंतर आगे बढ़ने की प्रेरणा मिलती है।

चलन्ति गिरयः कामं युगान्तपवनाहताः।

कृच्छ्रेऽपि न चलत्येव धीराणां निश्चलं मनः।।”