ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି, ଭାରତ-ଆମେରିକା ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ସେ ଗମ୍ଭୀରତାର ସହିତ ସ୍ୱୀକାର କରୁଛନ୍ତି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛନ୍ତି । ‘‘ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି’’, ଶ୍ରୀ ମୋଦୀ କହିଛନ୍ତି।
ପ୍ରଧାନମନ୍ତ୍ରୀ ଏକ୍ସ ପୋଷ୍ଟରେ ଲେଖିଛନ୍ତି;
‘‘ଆମ ସମ୍ପର୍କକୁ ନେଇ ରାଷ୍ଟ୍ରପତି ଟ୍ରମ୍ପଙ୍କ ଭାବନା ଏବଂ ସକାରାତ୍ମକ ଆକଳନକୁ ଗମ୍ଭୀରତାର ସହିତ ସ୍ୱୀକାର କରୁଛି ଏବଂ ଏହାକୁ ପୂର୍ଣ୍ଣ ସମର୍ଥନ କରୁଛି।
ଭାରତ ଏବଂ ଆମେରିକା ମଧ୍ୟରେ ଅତ୍ୟନ୍ତ ସକାରାତ୍ମକ ଏବଂ ଦୂରଦର୍ଶୀ, ବ୍ୟାପକ ତଥା ବିଶ୍ୱସ୍ତରୀୟ ରଣନୀତିକ ଭାଗିଦାରୀ ରହିଛି’’
@realDonaldTrump
@POTUS
Deeply appreciate and fully reciprocate President Trump's sentiments and positive assessment of our ties.
— Narendra Modi (@narendramodi) September 6, 2025
India and the US have a very positive and forward-looking Comprehensive and Global Strategic Partnership.@realDonaldTrump @POTUS https://t.co/4hLo9wBpeF


