କେନ୍ଦ୍ର ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ମନ୍ତ୍ରୀ ଶ୍ରୀମତୀ ହରସିମରତ କୌର ବାଦଲଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଏହି ପ୍ରତିନିଧି ଦଳରେ ମଧ୍ୟ ଶିରୋମଣି ଗୁରୁଦ୍ୱାର ପ୍ରବନ୍ଧକ କମିଟିର ସଦସ୍ୟ ସାମିଲ ଥିଲେ ।

କେନ୍ଦ୍ର ସରକାରଙ୍କ ‘ସେବାଭୋଗ ଯୋଜନା’ ପାଇଁ ଏହି ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ । ଏହି ଯୋଜନା ଦ୍ୱାରା ଗୁରୁଦ୍ୱାର ସମେତ ବିଭିନ୍ନ ଦାତବ୍ୟ ଧର୍ମାନୁଷ୍ଠାନମାନଙ୍କ ଦ୍ୱାରା ମାଗଣାରେ ପ୍ରଦାନ କରାଯାଉଥିବା ଲଙ୍ଗର ଓ ପ୍ରସାଦ ଉପରେ କେନ୍ଦ୍ରର ସିଜିଏସଟି ଏବଂ ଆଇଜିଏସଟି ଭାଗକୁ ଭରଣା କରାଯିବ ।

ଆଖୁଚାଷୀଙ୍କ ଉପରେ ବୋଝ ହ୍ରାସ କରିବା ନେଇ କେନ୍ଦ୍ର ସରକାର କ୍ରମାଗତ ଭାବେ ଯେଉଁ ପଦକ୍ଷେପ ଗ୍ରହଣ କରିଛନ୍ତି ସେଥିପାଇଁ ଏହି ପ୍ରତିନିଧି ଦଳ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କରିଥିଲେ ।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Why Abrogation Of Article 370 Was A Strategic Necessity For India

Media Coverage

Why Abrogation Of Article 370 Was A Strategic Necessity For India
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଅଗଷ୍ଟ 05, 2026
August 05, 2026

Viksit Bharat in Action: Inclusive, Green, and Globally Competitive Under PM Modi