Deputy Prime Minister of Russia Dmitry Rogozin calls on Prime Minister

ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରୁଛନ୍ତି ରୁଷିଆ ଉପ-ପ୍ରଧାନମନ୍ତ୍ରୀ ମି. ଦିମିତ୍ରୀ ରୋଗୋଜିନ । ମି. ଦିମିତ୍ରୀ ରୋଗୋଜିନ ଭାରତ-ରୁଷିଆ ଆନ୍ତଃସରକାର କମିଶନ ବୈଠକରେ ଯୋଗ ଦେବାକୁ ଭାରତ ଆସିଛନ୍ତି । ଏହି ବୈଠକରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ସହ-ଅଧ୍ୟକ୍ଷତା କରିବେ ।

ଭାରତ ଏବଂ ରୁଷିଆ ଦ୍ଵିପାକ୍ଷିକ ସହଯୋଗରେ ଉଲ୍ଲେଖନୀୟ ପ୍ରଗତିକୁ କୁ ନେଇ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ । ଚଳିତ ବର୍ଷ ଉଭୟ ଦେଶ କୂଟନୈତିକ ସମ୍ପର୍କ ସ୍ଥାପନାର 70 ବର୍ଷ ପୁରଣକୁ ପାଳନ କରୁଥିଲାବେଳେ ଉଭୟ ଦେଶ ମଧ୍ୟରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଉଚ୍ଚସ୍ତରୀୟ ରାଜିନାମା ହସ୍ତାନ୍ତରଣକୁ ପ୍ରଧାନମନ୍ତ୍ରୀ ପ୍ରଶଂସା କରିଥିଲେ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
India leads globally in renewable energy; records highest-ever 31.25 GW non-fossil addition in FY 25-26: Pralhad Joshi.

Media Coverage

India leads globally in renewable energy; records highest-ever 31.25 GW non-fossil addition in FY 25-26: Pralhad Joshi.
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 8, 2025
December 08, 2025

Viksit Bharat in Action: Celebrating PM Modi's Reforms in Economy, Infra, and Culture