ଗାଜା ଶାନ୍ତି ପ୍ରୟାସରେ ଇଜିପ୍ଟର ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ରାଷ୍ଟ୍ରପତି ସିସିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
ଭାରତ-ଇଜିପ୍ଟ ରଣନୈତିକ ଆଲୋଚନା - ଦୁଇ ଦେଶର ସମ୍ପର୍କରେ ନୂତନ ମାଇଲଷ୍ଟୋନ
ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶର ସଫଳ ସହଯୋଗ ପ୍ରତି ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

ଇଜିପ୍ଟର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ବଦର ଅବଦେଲାଟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀ ଗାଜା ଶାନ୍ତି ଚୁକ୍ତିନାମାରେ ଇଜିପ୍ଟର ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ ରାଷ୍ଟ୍ରପତି ସିସିଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ ଏବଂ ଆଶା ପ୍ରକାଶ କରିଥିଲେ ଯେ ଏହା ଏହି ଅଞ୍ଚଳରେ ସ୍ଥାୟୀ ଶାନ୍ତି ପ୍ରତିଷ୍ଠା କରିବ।

ବୈଦେଶିକ ମନ୍ତ୍ରୀ ଅବଦେଲାଟି ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ଗସ୍ତ ସମୟରେ ଅନୁଷ୍ଠିତ ପ୍ରଥମ ଭାରତ-ଇଜିପ୍ଟ ରଣନୈତିକ ଆଲୋଚନା ବିଷୟରେ କହିଥିଲେ।

ପ୍ରଧାନମନ୍ତ୍ରୀ ବାଣିଜ୍ୟ, ପ୍ରଯୁକ୍ତିବିଦ୍ୟା, ଶକ୍ତି, ପ୍ରତିରକ୍ଷା ଏବଂ ଜନସାଧାରଣଙ୍କ  ମଧ୍ୟରେ ସମ୍ପର୍କ ସମେତ ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ରରେ ହାସଲ ହୋଇଥିବା ପ୍ରଗତିରେ ସନ୍ତୋଷ ପ୍ରକାଶ କରିଛନ୍ତି।

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Technical textiles critical to footwear sector

Media Coverage

Technical textiles critical to footwear sector
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଏପ୍ରିଲ 29, 2026
April 29, 2026

Leadership That Plays, Builds & Delivers: PM Modi’s Vision Igniting Youth, Women & Northeast India