ବିହାରର ଆରାରେ ପାୱାର ଗ୍ରୀଡ୍ ସବଷ୍ଟେଶନ ସମ୍ପ୍ରସାରଣର ଶିଳାନ୍ୟାସ ଆରା, ଭୋଜପୁର, ବକ୍ସର, ରୋହତାସ୍ ସମେତ ଅନ୍ୟ ଜିଲ୍ଲାରେ ମଧ୍ୟ ଲୋକଙ୍କ ଜୀବନକୁ ସହଜ କରିବ ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ।

କେନ୍ଦ୍ର ଶକ୍ତି ଏବଂ ନୂତନ ଓ ନବୀକରଣ ଯୋଗ୍ୟ ଶକ୍ତି ମନ୍ତ୍ରୀ ଶ୍ରୀ ଆର. କେ. ସିଂଙ୍କ ଟୁଇଟର ଉ‌ତ୍ତର ଦେଇ ପ୍ରଧାନମନ୍ତ୍ରୀ ଲେଖିଛନ୍ତି:

‘ଶକ୍ତି କ୍ଷେତ୍ରରେ ଏହି ବିସ୍ତାର ଯୋଗୁ ଶିଳ୍ପ ଅଭିବୃଦ୍ଧି ଏବଂ ନିଯୁକ୍ତି ସୃଷ୍ଟି ବ୍ୟତୀତ ଅନେକ ଲାଭ ରହିଛି । ଏହା ସହ ବିହାରର ଆରା, ଭୋଜପୁର, ବକ୍ସର ଏବଂ ରୋହତାସ୍ ସମେତ ଅନ୍ୟାନ୍ୟ ଜିଲ୍ଲାର ଲୋକଙ୍କ ଜୀବନକୁ ଏହା ସହଜ କରିବ’ ।

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

Media Coverage

"The World has much to learn from India": Norway eyes closer digital health partnership
NM on the go

Nm on the go

Always be the first to hear from the PM. Get the App Now!
...
Prime Minister Highlights Sanskrit Wisdom in Doordarshan’s Suprabhatam
December 09, 2025

Prime Minister Shri Narendra Modi today underscored the enduring relevance of Sanskrit in India’s cultural and spiritual life, noting its daily presence in Doordarshan’s Suprabhatam program.

The Prime Minister observed that each morning, the program features a Sanskrit subhāṣita (wise saying), seamlessly weaving together values and culture.

In a post on X, Shri Modi said:

“दूरदर्शनस्य सुप्रभातम् कार्यक्रमे प्रतिदिनं संस्कृतस्य एकं सुभाषितम् अपि भवति। एतस्मिन् संस्कारतः संस्कृतिपर्यन्तम् अन्यान्य-विषयाणां समावेशः क्रियते। एतद् अस्ति अद्यतनं सुभाषितम्....”