ଗୋଆର ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି :
“ଗୋଆର ମୁଖ୍ୟମନ୍ତ୍ରୀ ଡ. ପ୍ରମୋଦ ସାୱନ୍ତ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
Chief Minister of Goa, Shri @DrPramodPSawant, met PM @narendramodi.@goacm pic.twitter.com/xPgDfKbhNd
— PMO India (@PMOIndia) January 23, 2025