ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି;
"ମଧ୍ୟପ୍ରଦେଶର ରାଜ୍ୟପାଳ ଶ୍ରୀ ମଙ୍ଗୁଭାଇ ପଟେଲ ପ୍ରଧାନମନ୍ତ୍ରୀଙ୍କୁ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।’’
Governor of Madhya Pradesh, Shri Mangubhai Patel met Prime Minister @narendramodi.@GovernorMP pic.twitter.com/dKtbFDxAMW
— PMO India (@PMOIndia) March 18, 2026


