ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ନୂଆଦିଲ୍ଲୀ ଠାରେ ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡ଼େ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;
“ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡ଼େ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ।”
@narendramodi
@RajBhavanJaipur
Governor of Rajasthan, Shri Haribhau Bagade, met Prime Minister @narendramodi.@RajBhavanJaipur pic.twitter.com/URg1oe2Kmq
— PMO India (@PMOIndia) September 8, 2025


