ସିକିମର ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ "ରେ ପୋଷ୍ଟ କରିଛନ୍ତି:
"ସିକିମର ରାଜ୍ୟପାଳ ଶ୍ରୀ ଓମ୍ ପ୍ରକାଶ ମାଥୁର ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କୁ ସାକ୍ଷାତ କରିଛନ୍ତି’’ ।
Governor of Sikkim, Shri @OmMathur_Raj met Prime Minister @narendramodi.@GovernorSikkim pic.twitter.com/pqH9gZ5gV5
— PMO India (@PMOIndia) November 4, 2025


