ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ୍ ସିଂହ (ଅବସରପ୍ରାପ୍ତ) ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ଏକ୍ସରେ ଲେଖିଛନ୍ତି;
“ଉତ୍ତରାଖଣ୍ଡର ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ୍ ସିଂହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି।”
Governor of Uttarakhand, @LtGenGurmit, met Prime Minister @narendramodi. pic.twitter.com/RmOu3hXGPi
— PMO India (@PMOIndia) April 8, 2026


