ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ କୁହାଯାଇଛି;
“ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@CMOGuj”
CM of Gujarat, Shri @Bhupendrapbjp met Prime Minister @narendramodi.@CMOGuj pic.twitter.com/loTq1eoVty
— PMO India (@PMOIndia) August 2, 2025


