ସେୟାର
 
Comments

  

ଗୁଜରାଟବାସୀ ଆଜି ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏବଂ ତାଙ୍କ ପତ୍ନୀଙ୍କ ଭବ୍ୟ ସ୍ୱାଗତ କରିଛନ୍ତି । ଯେମିତି ହିଁ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସାବରମତୀ ଆଶ୍ରମ ପାଇଁ ବାହାରିଛନ୍ତି ,ନେତାଙ୍କ ଝଲକ ପାଇବା ପାଇଁ ସଡ଼କର ଉଭୟ ପାର୍ଶ୍ୱରେ ଗୁଜରାଟବାସୀଙ୍କ ଭିଡ଼ ଜମିଥିଲା । ସହରରେ ଏପରି ମାହୋଲ ଥିଲା ଯେ ଯେପରିକି କୌଣସି ଉତ୍ସବ ଚାଲିଛି ଏବଂ ସେଠାରେ ବିବିଧତାରେ ପୂର୍ଣ୍ଣ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ ହୋଇଥିଲା  ।

ଏହା ପରେ ଉଭୟ ନେତା ସାବରମତୀ ଆଶ୍ରମରେ ମହାତ୍ମାଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଏବଂ ଆଶ୍ରମରେ ଗୁଡ଼ି ଉଡ଼ାଇଥିଲେ ।

ଆସନ୍ତୁ ,ଦେଖନ୍ତୁ ଏହାର କିଛି ଝଲକ :

 

 

 

 

 

 

 

 

 

 

 

 

ପ୍ରଧାନମନ୍ତ୍ରୀ ମୋଦୀଙ୍କ 'ମନ କି ବାତ' ପାଇଁ ଆପଣଙ୍କ ବିଚାର ଏବଂ ଅନ୍ତର୍ଦୃଷ୍ଟି ପଠାନ୍ତୁ !
20ଟି ଫୋଟଚିତ୍ର 20 ବର୍ଷର ସେବା ଓ ସମର୍ପଣର ବ୍ୟାଖ୍ୟା କରୁଛି
Explore More
ଦିୱାଲୀ ଅବସରରେ ଜମ୍ମୁ-କଶ୍ମୀର ନୌଶେରାରେ ଭାରତୀୟ ସଶସ୍ତ୍ରବାହିନୀର ସୈନିକମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମତବିନିମୟ

ଲୋକପ୍ରିୟ ଅଭିଭାଷଣ

ଦିୱାଲୀ ଅବସରରେ ଜମ୍ମୁ-କଶ୍ମୀର ନୌଶେରାରେ ଭାରତୀୟ ସଶସ୍ତ୍ରବାହିନୀର ସୈନିକମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ମତବିନିମୟ
How does PM Modi take decisions? JP Nadda reveals at Agenda Aaj Tak

Media Coverage

How does PM Modi take decisions? JP Nadda reveals at Agenda Aaj Tak
...

Nm on the go

Always be the first to hear from the PM. Get the App Now!
...
Social Media Corner 5th December 2021
December 05, 2021
ସେୟାର
 
Comments

India congratulates on achieving yet another milestone as Himachal Pradesh becomes the first fully vaccinated state.

Citizens express trust as Govt. actively brings reforms to improve the infrastructure and economy.