ହରିୟାଣା ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସିଂ ସାଇନି ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
‘ଏକ୍ସ’ରେ ପିଏମ୍ଓ ଇଣ୍ଡିଆ ପକ୍ଷରୁ ପୋଷ୍ଟ କରାଯାଇଛି :
"ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ନାଏବ ସିଂ ସାଇନି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।’’
Chief Minister of Haryana, Shri @NayabSainiBJP met Prime Minister @narendramodi.@cmohry pic.twitter.com/bLCKZvUsq2
— PMO India (@PMOIndia) December 11, 2025


