ହରିୟାଣାର ରାଜ୍ୟପାଳ ପ୍ରଫେସର ଅଶୀମ କୁମାର ଘୋଷ ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ହରିୟାଣାର ରାଜ୍ୟପାଳ ପ୍ରଫେସର ଅଶୀମ କୁମାର ଘୋଷ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।”
Governor of Haryana, Prof. Ashim Kumar Ghosh met Prime Minister @narendramodi. pic.twitter.com/t3EVvNgn3H
— PMO India (@PMOIndia) July 30, 2025


