ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଆଜି ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
‘ଏକ୍ସ’ ରେ ପିଏମଓ ଇଣ୍ଡିଆ ହ୍ୟାଣ୍ଡେଲ ପୋଷ୍ଟ କରାଯାଇଛି:
"ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରତାପ ଶୁକ୍ଳା ଗତକାଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଥିଲେ।’’
Governor of Himachal Pradesh, Shri Shiv Pratap Shukla, met PM @narendramodi yesterday.@Lokbhavanhp pic.twitter.com/5Low4bk0X3
— PMO India (@PMOIndia) December 13, 2025


