ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରସାଦ ଶୁକ୍ଳା ଆଜି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ହ୍ୟାଣ୍ଡେଲ ପକ୍ଷରୁ ଏକ୍ସରେ ପୋଷ୍ଟ କରାଯାଇଛି;
“ହିମାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ ଶିବ ପ୍ରସାଦ ଶୁକ୍ଳା ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।
@RajBhavanHP”
Governor of Himachal Pradesh, Shri Shiv Pratap Shukla, met PM @narendramodi.@RajBhavanHP pic.twitter.com/VUvBMXzVG5
— PMO India (@PMOIndia) July 29, 2025


