ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀ ନେତୃମଣ୍ଡଳୀଙ୍କ ଘୋଷଣାନାମାକୁ ଗ୍ରହଣ କରିବା ପାଇଁ ପ୍ରଶଂସା କରିଛନ୍ତି ଏବଂ ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ କୃତଜ୍ଞତା ଜଣାଇଛନ୍ତି ।

ନୂଆଦିଲ୍ଲୀ ନେତାଙ୍କ ଘୋଷଣାପତ୍ରର ଡିଜିଟାଲ କପି ସେୟାର କରି ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

‘‘ନୂଆଦିଲ୍ଲୀ ନେତାଙ୍କ ଘୋଷଣାନାମାକୁ ଗ୍ରହଣ କରିବା ଇତିହାସ ସୃଷ୍ଟି କରିଛି। ସହମତି ଓ ଭାବନାରେ ଏକାଠି ହୋଇ ଆମେ ଏକ ଉନ୍ନତ, ଅଧିକ ସମୃଦ୍ଧ ଏବଂ ସୌହାର୍ଦ୍ଦ୍ୟପୂର୍ଣ୍ଣ ଭବିଷ୍ୟତ ପାଇଁ ମିଳିତ ଭାବରେ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତି ଦେଉଛୁ । ସମର୍ଥନ ଓ ସହଯୋଗ ପାଇଁ ଜି-୨୦ର ସମସ୍ତ ସଦସ୍ୟଙ୍କୁ ମୁଁ କୃତଜ୍ଞତା ଜଣାଉଛି।‘‘

 

Explore More
ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

ଲୋକପ୍ରିୟ ଅଭିଭାଷଣ

ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
Operation Sagar Bandhu: India provides assistance to restore road connectivity in cyclone-hit Sri Lanka

Media Coverage

Operation Sagar Bandhu: India provides assistance to restore road connectivity in cyclone-hit Sri Lanka
NM on the go

Nm on the go

Always be the first to hear from the PM. Get the App Now!
...
ସୋସିଆଲ ମିଡିଆ କର୍ଣ୍ଣର ଡିସେମ୍ବର 5, 2025
December 05, 2025

Unbreakable Bonds, Unstoppable Growth: PM Modi's Diplomacy Delivers Jobs, Rails, and Russian Billions