କେରଳ ମୁଖ୍ୟମନ୍ତ୍ରୀ ଶ୍ରୀ ପିନାରାୟୀ ବିଜୟନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ହ୍ୟାଣ୍ଡଲ ପକ୍ଷରୁ ଏକ୍ସରେ ପୋଷ୍ଟ ହୋଇଛି;
“କେରଳ ମୁଖ୍ୟମନ୍ତ୍ରୀ ଶ୍ରୀ @pinarayivijayan ପ୍ରଧାନମନ୍ତ୍ରୀଙ୍କୁ @narendramodi ଭେଟିଛନ୍ତି ।”
CM of Kerala, Shri @pinarayivijayan met Prime Minister @narendramodi. pic.twitter.com/dpfsZCWB9z
— PMO India (@PMOIndia) October 10, 2025




