Kerala CM calls on PM

June 02, 2014
ସେୟାର
 
Comments

The Chief Minister of Kerala, Shri Oommen Chandy, called on the Prime Minister at South Block, today morning. It was a courtesy call.

The official Twitter handle of the PMO tweeted:

ଭାରତର ଅଲିମ୍ପିଆନମାନଙ୍କୁ ପ୍ରେରଣା ଦିଅନ୍ତୁ! #Cheers4India
Modi Govt's #7YearsOfSeva
Explore More
ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି  'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ

ଲୋକପ୍ରିୟ ଅଭିଭାଷଣ

ଆମକୁ ‘ଚଳେଇ ନେବା’ ମାନସିକତାକୁ ଛାଡି 'ବଦଳିପାରିବ' ମାନସିକତାକୁ ଆଣିବାକୁ ପଡ଼ିବ :ପ୍ରଧାନମନ୍ତ୍ରୀ ମୋଦୀ
PM Modi responds to passenger from Bihar boarding flight for first time with his father from Darbhanga airport

Media Coverage

PM Modi responds to passenger from Bihar boarding flight for first time with his father from Darbhanga airport
...

Nm on the go

Always be the first to hear from the PM. Get the App Now!
...
ଟୋକିଓ ଅଲିମ୍ପିକ୍ସ 2020ର ଭାରୋତ୍ତୋଳନରେ ରୋପ୍ୟ ପଦକ ଜିତିଥିବା ମୀରାବାଈ ଚାନୁଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
July 24, 2021
ସେୟାର
 
Comments

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଟୋକିଓ ଅଲିମ୍ପିକ୍ସ 2020ର ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିଥିବାରୁ ମୀରାବାଈ ଚାନୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଏକ ଟୁଇଟ୍‌ରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଟୋକିଓ 2020ରେ ଏହା ଠାରୁ ଆଉ ସୁଖଦ ପ୍ରାରମ୍ଭ ଆଶା କରାଯାଇନପାରେ! ମୀରାବାଇ ଚାନୁଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ସାରା ଭାରତ  ଖୁସିରେ ବିଭୋର ହୋଇଛି। ଭାରୋତ୍ତୋଳନରେ ରୌପ୍ୟ ପଦକ ଜିତିବା ପାଇଁ ତାଙ୍କୁ ଅଭିନନ୍ଦନ। ତାଙ୍କର ସଫଳତା ପ୍ରତ୍ୟେକ ଭାରତୀୟଙ୍କୁ ଅନୁପ୍ରାଣିତ କରିବ।

#Cheer4India #Tokyo2020"